କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ

ସିଂହପୁର,୧୪।୩(ଡି.ଏନ୍‌.ଏ.): ଯାଜପୁର ଜିଲା ସିଂହପୁର ନିକଟବର୍ତ୍ତୀ ଅଙ୍ଗାଳୋ ଲଛମନ ବାଲାଜୀୟୁ ସ୍ନାତକ ମହାବିଦ୍ୟାଳୟ ପରିସରରେ କରୋନା ସଂକ୍ରମଣର ମୁକାବିଲା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଅଧ୍ୟାପକ ଦିଲୀପ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜୁନିୟର ମହାବିଦ୍ୟାଳୟର ଅଧ୍ୟକ୍ଷ ଗଜେନ୍ଦ୍ର ଧଳ, ମୁଖ୍ୟବକ୍ତା ଅଧ୍ୟାପକ ଭରତ ଚନ୍ଦ୍ର ବେହେରା, ସମ୍ମାନିତ ଅତିଥି ଅଧ୍ୟାପିକା ଭାଗ୍ୟଶ୍ରୀ ରଥ, ସୁବ୍ରତ ଓଝା, ମାନିନୀ ବେହେରା ଉପସ୍ଥିତ ରହି କରୋନା ଭାଇରସ୍‌ ସମ୍ପର୍କରେ ଛାତ୍ରୀଛାତ୍ରଙ୍କୁ ସଚେତନ ରହିବାକୁ ପରାମର୍ଶ ଦେଇଥିଲେ। ଅଧ୍ୟାପକ ମଦନ ମୋହନ ପରିଡ଼ା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ଅଧ୍ୟାପକ ସୁଶାନ୍ତ ସାହୁ, ଅଧ୍ୟାପିକା ତନୁଶ୍ରୀ ପଟ୍ଟନାୟକ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଖୋଲିବ ଏପଷ୍ଟିନ୍‌ ପେଡ଼ି: ଫାଇଲ୍‌ରେ ଟ୍ରମ୍ପ୍‌, ଚିନ୍ତାରେ ହ୍ବାଇଟ୍‌ ହାଉସ୍‌

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୯ା୧୨(ସିଏନ୍‌ଏନ୍‌/ଏଜେନ୍ସି): ଜେଫ୍ରି ଏପଷ୍ଟିନ୍‌ଙ୍କ ସହ ଜଡ଼ିତ ଅତି ସମ୍ବେଦନଶୀଳ ଦସ୍ତାବିଜ ‘ଏପଷ୍ଟିନ୍‌ ଫାଇଲ୍ସ’ ଖୋଲିବାକୁ ସମୟ ଯେତିକି ପାଖେଇ ଆସୁଛି, ବଡ଼ବଡ଼ିଆଙ୍କ ହୃତ୍‌ସ୍ପନ୍ଦନ ସେତିକି ବଢ଼ିବାରେ...

ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…

ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ...

ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ, ଜାଣନ୍ତୁ କାରଣ

ଭୁବନେଶ୍ବର,୧୯।୧୨:  ଭୁବନେଶ୍ବରରେ ଜରୁରୀ ଅବତରଣ କଲା ବିମାନ । ବାରଣାସୀ ଯାଉଥିବା ବିମାନ ଭୁବନେଶ୍ବରରେ ଜରୁରୀ ଅବତରଣ କରିଛି । ଖରାପ ପାଗ ଯୋଗୁଁ ବିମାନ...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

କଟକରେ ମା’ହେଲେ ଦଶମ ଶ୍ରେଣୀ ଛାତ୍ରୀ: ବଳାତ୍କାର ପରେ…

କଟକ,୧୯।୧୨: କଟକ ଜିଲା ମାଣିଆବନ୍ଧ ଥାନା ଅନ୍ତର୍ଗତ ଖୁଣ୍ଟକଟା ଅଞ୍ଚଳର ଜଣେ ୧୪ ବର୍ଷୀୟ ଦଶମ ଶ୍ରେଣୀ ଛାତ୍ରୀ ବଳାତ୍କାର ଶିକାର ହେବା ପରେ ଏକ...

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri