ସୁବ୍ରତ ବାଗ୍‌ଚୀ କରୋନା ସଚେତନତା କମିଟି ଅଧ୍ୟକ୍ଷ

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଓଡିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀଙ୍କୁ ରାଜ୍ୟ ସରକାର କରୋନା (କୋଭିଡ-୧୯) ସଚେତନତା ପାଇଁ ଗଠିତ ଆଇଇସି ଟିମ୍‌ର ଅଧ୍ୟକ୍ଷ ଭାବେ ମନୋନୀତ କରିଛନ୍ତି। ଏଥିସହିତ ତାଙ୍କୁ କରୋନା ବିଷୟରେ ସମସ୍ତ ସୂଚନା ଦେବା ଲାଗି ରାଜ୍ୟ ସରକାରଙ୍କ ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି। ସେ ଟିମ୍‌କୁ ଗାଇଡ କରିବା ସହ କରୋନା ସମ୍ବନ୍ଧରେ ସରକାରଙ୍କ ତରଫରୁ ନିଆଯାଉଥିବା ପ୍ରତିକାରମୂଳକ ପଦକ୍ଷେପ ସମ୍ପର୍କରେ ସୂଚନା ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri