ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ସେହିପରି ମ୍ୟୁନିସିପାଲିଟି, ନଗର ପଞ୍ଚାୟତ ଏବଂ ମ୍ୟୁନିସିପାଲ କର୍ପୋରେଶନ ଭୋଟ ସ୍ଥଗିତ ରହିଛି।
ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬ ସପ୍ତାହ ପାଇଁ ସ୍ଥଗିତ ରଖିଛନ୍ତି। ସେହିପରି ମ୍ୟୁନିସିପାଲିଟି, ନଗର ପଞ୍ଚାୟତ ଏବଂ ମ୍ୟୁନିସିପାଲ କର୍ପୋରେଶନ ଭୋଟ ସ୍ଥଗିତ ରହିଛି।
ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...
ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ । ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...
ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...
ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...
ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...
ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...
ଭଦ୍ରକ, ୨୭/୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଧାମରା ବ୍ରିଜ ତଳେ ରାସ୍ତାରେ ଟ୍ରକ ଦୁର୍ଘଟଣା ହୋଇଛି । ଫଳରେ ଏକ ଦୁର୍ଘଟଣା ଗ୍ରସ୍ତ ଟ୍ରକ...
ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି ।...
