କରୋନା ଆତଙ୍କ: ଗଞ୍ଜାମର ବିଭିନ୍ନ ବଜାର ବନ୍ଦ

ଗଞ୍ଜାମ,୧୭।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳିଯାଇଛି। ଏହାକୁ ନେଇ ସରକାରଙ୍କ ତତ୍ପରତା ବୃଦ୍ଧି ପାଉଛି। ଗଞ୍ଜାମ ଜିଲାପାଳଙ୍କ ୧୪୪ ଧାରା ଜାରି କରିବା ପରେ ତହସିଲ ଓ ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରର ଦୋକାନ ବଜାର ବନ୍ଦ କରି ଦିଆଯାଇଛି । କେବଳ ଅତ୍ୟାବଶ୍ୟକ ଯଥା ପନିପରିବା, ଫଳ ଓ ମେଡିସିନ ଷ୍ଟୋର ଖୋଲା ଯାଇଥିବା ଦେଖିବାକୁ ମିଳିଛି । ବଜାର ଶୂନସାନ ହୋଇପଡିଛି । ମଙ୍ଗଳବାର ତହସିଲଦାର ଅବନୀ କୁମାର ସାହୁ, ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଭୁ କଲ୍ୟାଣ ଦାସ, କର୍ମଚାରୀ ହରି ବିଶ୍ୱାଳି ପ୍ରମୁଖ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳାଠାରେ ଥିବା ଚା ପାନ ଦୋକାନ ସବୁ ବନ୍ଦ କରିଛନ୍ତ । ଅନ୍ୟ ପଟେ ଗଞ୍ଜାମ ସହରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁ ଦର ଗତକାଲି ସାରୁ ୧୬ରୁ ୨୦ ବଢ଼ି ଯାଇଛି । ଏହାକୁ ପ୍ରଶାସନ ପକ୍ଷରୁ ଶୀଘ୍ର ନିୟନ୍ତ୍ରଣ କରା ନ ଗଲେ ଅନ୍ୟାନ୍ୟ ଜିନିଷ ମଧ୍ୟ କଳାବଜାର ହେବାର ସମ୍ଭାବନା ରହିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri