ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ କରିବାକୁ ଓଏଫ୍‌ଡିସିର ନିର୍ଦ୍ଦେଶ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ସମଗ୍ର ରାଜ୍ୟରେ ସିନେମା ହଲ୍‌ଗୁଡିକୁ ବନ୍ଦ କରି ଦିଆଯାଇଛି। ଏହାସହିତ ଫିଲ୍ମ ଶୁଟିଂକୁ ମଧ୍ୟ ବାରଣ କରାଯାଇଛି। ପୂର୍ବରୁ ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏସନ୍‌(ଆଇଏମ୍‌ପିପିଏ) ବୈଠକରେ ୧୯ ତାରିଖରୁ ଦେଶରେ ଫିଲ୍ମ ସହ ସମସ୍ତ ଟେଲି ଧାରାବାହିକ, ଓ୍ବେବ୍‌ ସିରିଜ ଏବଂ ଡିଜିଟାଲ ପ୍ଲାଟ୍‌ଫର୍ମର ସମସ୍ତ ମନୋରଞ୍ଜନଧର୍ମୀ କାର୍ଯ୍ୟକ୍ରମର ଶୁଟିଂକୁ ବନ୍ଦ ରଖିବାକୁ ସ୍ଥିର ହୋଇଥିଲା। ଏବେ ଏହାକୁ ସମର୍ଥନ ଦେଇଛି ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମ(ଓଏଫ୍‌ଡିସି)। ଓଏଫ୍‌ଡିସି ପକ୍ଷରୁ ସମସ୍ତ ପ୍ରଯୋଜକ, ନିର୍ଦ୍ଦେଶକ ଓ ଫିଲ୍ମ ନିର୍ମାତାଙ୍କୁ ସେମାନଙ୍କ ଓଡ଼ିଶା ୟୁନିଟ୍‌ର ଫିଲ୍ମ, ଧାରାବାହିକ/ଶୋ’, ୱେବ୍‌ ସିରିଜ୍‌ ଆଦିର ଶୁଟିଂ ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ବୁଧବାର ସ୍ବତନ୍ତ୍ର ଆଡଭାଇଜରି ଜାରି କରାଯାଇଛି। ୧୯ ତାରିଖରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଶୁଟିଂ ସ୍ଥଗିତ ରଖିବାକୁ ଓଏଫ୍‌ଡିସି ପରିଚାଳନା ନିର୍ଦ୍ଦେଶକ ଡ. ନିତିନ୍‌ ଜାୱାଲେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଉସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ହିଂସା, ଢାକା ସମେତ ଅନେକ ସହରରେ ହଙ୍ଗାମା

ନୂଆଦିଲ୍ଲୀ,୧୯ା୧୨: ବାଂଲାଦେଶରେ ଜୁଲାଇ ବିଦ୍ରୋହର ଜଣେ ପ୍ରମୁଖ ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦି ଛଅ ଦିନ ଧରି ଜୀବନ ସହିତ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri