ଯୌନଶୋଷଣ ନିରୋଧ ଆଇନ ସଚେତନତା

ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର…

ଲୁକ୍କାୟିତ ପ୍ରତିଭା ବିକାଶ ପାଇଁ ଆଗକୁ ଆସିଲେ ଜନଜାତି ମହିଳା

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଆସନ୍ତା ମାର୍ଚ୍ଚ ୮ରେ ମହିଳା ପାଳନ କରିବେ ବିଶ୍ୱ ମହିଳା ଦିବସ। ଏଥିପାଇଁ ଏବେଠାରୁ ଗାଁଠାରୁ ଦାରିଙ୍ଗବାଡ଼ି ସହର ପର୍ଯ୍ୟନ୍ତ ଚଳଚଞ୍ଚଳ। ଦାରିଙ୍ଗବାଡ଼ି ପଞ୍ଚାୟତ ସମିତିର ଓଡ଼ିଶା ଜୀବିକା ମିଶନ ପକ୍ଷରୁ…

ସୁନାରେଟ୍‌ରେ ବଡ଼ ବିସ୍ଫୋରଣ! ଯୁଦ୍ଧ ଭିତରେ ୨୩ହଜାର ବଢିଯିବ ଦର

ନୂଆଦିଲ୍ଲୀ,୨୮।୨: ଆମେରିକା ଇରାନ ଉପରେ ଆକ୍ରମଣ କରିଛି। ଏହି ସମୟରେ, ଇସ୍ରାଏଲ ମଧ୍ୟ ମଧ୍ୟପ୍ରାଚ୍ୟ ଦେଶ ବିରୋଧରେ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଇରାନ ଆକ୍ରମଣ କରି ପ୍ରତିଶୋଧ ନେଇଛି। ଫଳସୱରୂପ, ଭୂରାଜନୈତିକ ଉତ୍ତେଜନା ପୁଣି…

ଥାଲାପତି ବିଜୟ ହେବେ ମୁଖ୍ୟମନ୍ତ୍ରୀ…ଛାଡପତ୍ର ବିବାଦ ଭିତରେ ଆସିଲା ବଡ଼ ଖବର!

ମୁମ୍ୱାଇ: ତାମିଲ ସିନେମାର ସୁପରଷ୍ଟାର ଥାଲାପତି ବିଜୟ ବର୍ତ୍ତମାନ ବିବାଦରେ ଘେରି ରହିଛନ୍ତି। ତାଙ୍କର ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ସବୁବେଳେ ଖବରର ଶିରୋନାମା ପାଲଟିଛି। ପ୍ରଥମେ, ତାଙ୍କ ଫିଲ୍ମ ଜନ ନାୟାଗନକୁ ନେଇ…

ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନିଆଁବାଣ ପ୍ରଭାତ ବିଶ୍ୱାଳ, ଏକପାଖିଆ ନିଷ୍ପତ୍ତି କହି…

ଭୁବନେଶ୍ୱର,୨୮ା୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ। ସେ କହିଛନ୍ତି, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ…

କିଶୋରୀ ମେଳାରେ ପୋଷଣ ଅଭିବୃଦ୍ଧିକୁ ଗୁରୁତ୍ୱ

ଦାରିଙ୍ଗବାଡ଼ି,୨୮ା୨(ଅରୁଣ ସାହୁ): ଦିନକୁ ଦିନ ଖାଦ୍ୟ ଗ୍ରହଣରେ ପରିବର୍ତ୍ତନ ଯୋଗୁ ଶିଶୁଙ୍କ ସମେତ କିଶୋରୀମାନେ ଅନେକ ସମୟରେ ଅପପୁଷ୍ଟିର ଶିକାର ହୋଇ ବିଭିନ୍ନ ରୋଗର ଶିକାର ହେଉଛନ୍ତି। ସେମାନଙ୍କ ସ୍ବାସ୍ଥ୍ୟହାନି ଯୋଗୁ ଶରୀରର ବିକାଶ…

ରାଜ୍ୟ ସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲେ ନବୀନ, ଜାଣନ୍ତୁ କିଏ…

ଭୁବନେଶ୍ୱର,୨୮ା୨: ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।  ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶନିବାର ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ଡାକ୍ତର ଦତ୍ତେଶ୍ୱର ହୋତା ଏବଂ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ…

ଇରାନ-ଇସ୍ରାଏଲ ଯୁଦ୍ଧ ଭିତରେ ଅପରେସନ ସିନ୍ଦୂର ପାର୍ଟ-୨ରେ ଥରିଲା ପାକିସ୍ତାନ, ପୋଖରାନରେ ଭାରତୀୟ ବାୟୁସେନା କଲା…

ନୂଆଦିଲ୍ଲୀ,୨୮।୨: ଅପରେସନ ସିନ୍ଦୂରର ସଫଳତା ପରେ, ଭାରତୀୟ ବାୟୁସେନା ଏହାର ସବୁଠାରୁ ଶକ୍ତିଶାଳୀ ଫାୟାରିଂ ଡ୍ରିଲର ମୋଟ ୨୭୭ଟି ଆଧୁନିକ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଏହାର ସଠିକ ଆକ୍ରମଣ କ୍ଷମତା ପ୍ରଦର୍ଶନ କରିଛି। ଅପରେସନ ସିନ୍ଦୂର କେବଳ ବନ୍ଦ ହୋଇଛି, ଶେଷ…

ଇରାନ ଉପରେ ଇସ୍ରାଏଲର ବଡ଼ ଆକ୍ରମଣ, ଜରୁରୀକାଳିନ ପରିସ୍ଥିତି ଘୋଷଣା କରି…

ତେହରାନ,୨୮ା୨: ଇରାନ ଉପରେ ଏକ ବଡ଼ ଧରଣର ଆକ୍ରମଣ କରିଛି ଇସ୍ରାଏଲ। ଯାହାକୁ ଏହା ‘ପୂର୍ବ ଆକ୍ରମଣ’ ବୋଲି କହିଛି। ଏହି ଘଟଣା ଅଞ୍ଚଳରେ ଉତ୍ତେଜନାକୁ ବୃଦ୍ଧି କରିଛି। ଇସ୍ରାଏଲ ପ୍ରତିରକ୍ଷା ମନ୍ତ୍ରୀ ଇସ୍ରାଏଲ କାଟଜ ସାରା ଦେଶରେ ବିଶେଷ ଏବଂ…

ଆଫଗାନିସ୍ତାନ-ପାକିସ୍ତାନ ଯୁଦ୍ଧରେ ଟ୍ରମ୍ପ ଦେଲେ ବଡ଼ ବୟାନ: କହିଲେ, ମୁଁ ହସ୍ତକ୍ଷେପ…

ଓ୍ବାଶିଂଟନ୍‌,୨୮।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ବିବାଦ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ସେ ଏହି ମାମଲାରେ ହସ୍ତକ୍ଷେପ କରିବେ। ପାକିସ୍ତାନ ବର୍ତ୍ତମାନ ଏକ ଉତ୍ତମ କାମ କରୁଛି। ପାକିସ୍ତାନ…

ଖଣି ବାବୁଙ୍କ କଳାଧନର ଖୋଲୁଛି ଗୁମର: ୪ କୋଟି ଟଙ୍କାରେ କିଣିଥାନ୍ତେ……

ଭୁବନେଶ୍ୱର,୨୮ା୨(ତ୍ରିନାଥ ମହାନ୍ତି):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ କଳାଧନର ଗୁମର ଫିଟିବାରେ ଲାଗିଛି। ସାଧାରଣ କର୍ମଚାରୀଙ୍କ ଭଳି ବେଶଭୂଷାରେ ଅଫିସ୍‌ ଆସୁଥିବା ଦେବବ୍ରତ କିନ୍ତୁ ବିଳାସପୂର୍ଣ୍ଣ ଜୀବନଯାପନ କରୁଥିଲେ। ଶହୀଦନଗରରେ…

ଶୁକ୍ରୁ, ଶୀଳାଙ୍କୁ ଫାଇନାଲ୍‌ ଚେତାବନୀ ଦେଲେ ଡିଜିପି

ଭୁବନେଶ୍ୱର/ଫୁଲବାଣୀ,୨୮ା୨(ତ୍ରିନାଥ ମହାନ୍ତି/ରାକେଶ କୁମାର ରାଉତ): ମାଓବାଦୀଙ୍କୁ ଡିଜିପି ଓ୍ବାଇ.ବି. ଖୁରାନିଆ ଶୁକ୍ରବାର ଅନ୍ତିମ ଚେତାବନୀ ଦେଇଛନ୍ତି। ହିଂସା ଛାଡ଼ି ଆତ୍ମସମର୍ପଣ କର, ନ ହେଲେ ଏନ୍‌କାଉଣ୍ଟରର ଶିକାର ହେବ। ଡିଜିପି କହିଛନ୍ତି, ମାଓବାଦୀ ବନ୍ଧୁକ ନ ଛାଡ଼ିଲେ ଯେସାକୁ ତେସା ନୀତି…

୬ ଗ୍ରହର ବିରଳ ମହାଜାଗତିକ ଦୃଶ୍ୟ: ଆଜିଠାରୁ ଆକାଶରେ ଦେଖାଯିବ ପ୍ଲାନେଟ୍‌ ପରେଡ୍‌

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ):ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ ଏହି…

ଗୋଠ ଏକାଠି ନାହିଁ: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡିରେ ହଲଚଲ

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ଯେହେତୁ ୪ର୍ଥ ରାଜ୍ୟ ସଭା ଆସନ ପାଇଁ କୌଣସି ଦଳର ଆବଶ୍ୟକ…

କ୍ରାଶ ହେଲା ବ୍ୟାଙ୍କ ନୋଟ ନେଇ ଯାଉଥିବା ବିମାନ: ୧୫ ଜଣଙ୍କ ମୃତ୍ୟୁ, ୩୦ରୁ ଅଧିକ ଆହତ

ଲା ପାଜ,୨୮।୨: ଦକ୍ଷିଣ ଆମେରିକୀୟ ଦେଶ ବୋଲିଭିଆରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ରାଜଧାନୀ ଲା ପାଜ ନିକଟସ୍ଥ ଏଲ ଅଲ୍ଟୋ ସହରରେ ଏକ ବୋଲିଭିଆନ ବାୟୁସେନା ହର୍କୁଲେସ C-130 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣ ଲୋକ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସୋସିଆଲ ମିଡିଆରେ ପୋଷ୍ଟ କରି କହିଲେ ୪ଟି ଆସନରେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଶୁକ୍ରବାର ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି। ବୈଠକ ପରେ ମୁଖ୍ୟମନ୍ତ୍ରୀ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri