ପୋଖରୀରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ଘଟଣା: ସନ୍ଧାନୀ କୁକୁରକୁ ନେଇ ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ

ଗଞ୍ଜାମ,୨୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି କଳାଯମୁନା ଗ୍ରାମ ନିକଟସ୍ଥ ଏକ କୁକୁଡ଼ା ଫାର୍ମ ସମ୍ମୁଖ ଏକ ପୋଖରୀରୁ ୧୭ ତାରିଖରେ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ସେ ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ନବମ ଶ୍ରେଣୀ ଛାତ୍ର ଶକ୍ତିପ୍ରସାଦ ତ୍ରିପାଠୀ (୧୪)ବର୍ଷ ବୋଲି ମୃତଙ୍କ ଅଜା ନିରଞ୍ଜନ ତ୍ରିପାଠୀ ମୃତଦେହ ଚିହ୍ନଟ କରିଥିଲେ l ତାଙ୍କୁ ହତ୍ୟା କରାଯାଇଥିବା ମୃତଛାତ୍ରଙ୍କ ଅଜା ଅଭିଯୋଗ କରିଥିଲେ। ପରେ ରମ୍ଭା ପୋଲିସ ୪/୨୦ରେ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା l
ଶନିବାର ସାଇଣ୍ଟିଫିକ ଟିମ୍‌ ସନ୍ଧାନୀ କୁକୁର ନେଇ ତଦନ୍ତ କରିଛି। ଶ୍ରୀ ସାଇ ସରସ୍ବତୀ ବିଦ୍ୟାମନ୍ଦିର ମୁଖ୍ୟ ପରିଚାଳକଙ୍କୁ ନେଇ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରିଛି l ଏହି ସମୟରେ ଛତ୍ରପୁର ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଥାନା ଆଇଆଇସି କୃଷ୍ଣ ଚନ୍ଦ୍ର ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କ ସହ ଜଡିତ ଅତିକମରେ ୧୬ ଫାଇଲ ଗାଏବ! ଟ୍ରମ୍ପଙ୍କ ଫଟୋ ବି ୨୪ ଘଣ୍ଟାରେ ଡିଲିଟ, ଆମେରିକାରେ ହଇଚଇ

ଓ୍ବାଶଂଟନ,୨୧।୧୨: ଆମେରିକାରେ ଜେଫ୍ରି ଏପ୍‌ଷ୍ଟିନ୍‌ଙ୍କୁ ନେଇ ବିବାଦ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଆମେରିକାର ନ୍ୟାୟ ବିଭାଗ (DOJ)ର ସରକାରୀ ସାର୍ବଜନୀନ ୱେବସାଇଟରୁ ଏପ୍‌ଷ୍ଟିନ୍‌ ମାମଲା...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri