କରୋନା ଭାଇରସ୍‌ରୁ ରକ୍ଷା ପାଇଁ ତାରାତାରିଣୀ ପୀଠରେ ପୂଜାର୍ଚ୍ଚନା

ପୁରୁଷୋତ୍ତମପୁର,୨୧।୩(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ଦେଖା ଦେଇଥିବା ମହାମାରୀ କରୋନା ଭାଇରସ୍‌ ଆତଙ୍କକୁ ନେଇ ଲୋକେ ଭୟଭୀତ ଅବସ୍ଥାରେ ଥିବାବେଳେ ଗଞ୍ଜାମର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡ୍ଡୀଙ୍କ ତତ୍ତ୍ୱାବଧାନରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଯେପରି ଏହିରୋଗ ସମ୍ପୂର୍ଣ୍ଣ ରୂପେ ଦୂରେଇ ଯିବା ସହ ରୋଗରେ ଆକ୍ରାନ୍ତ ହୋଇଥିବା ସମସ୍ତ ବ୍ୟକ୍ତି ଖୁବ୍‌ଶୀଘ୍ର ଆରୋଗ୍ୟ ଲାଭ କରିବେ। ସେଥିନେଇ ସମସ୍ତ ସେବାୟତ ଓ ମନ୍ଦିର କାର୍ଯ୍ୟକର୍ତ୍ତାମାନେ ମା’ତାରାତାରିଣୀଙ୍କ ଶରଣାପନ୍ନ ହୋଇଥିଲେ। ମନ୍ଦିର ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶଶର୍ମା ହୋମଯଜ୍ଞ କରିଥିବା ବେଳେ ସେବାୟତ ସଂଘ ସଭାପତି ତପନ କୁମାର ରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

ବିରୋଧୀମାନେ ମିଛ କହୁଛନ୍ତି, କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୬ା୫(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନିକିଆ କଳାହାଣ୍ଡି ଗସ୍ତରେ ଆସ ଦଳୀୟ ଲୋକ ସଭା ଓ ୫ ବିଧାନସଭା ପ୍ରାର୍ଥୀଙ୍କ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri