ଉପକାରୀ ପିଆଜ

ପିଆଜର ସଣ୍ଢା ହେଉ କି ପରିପକ୍ୱ ପିଆଜ, ଉଭୟ ଶରୀର ପାଇଁ ଉପକାରୀ। ପିଆଜ ସଣ୍ଢା କୋଲେଷ୍ଟରଲ ସ୍ତର କମାଏ। ଏଥିରେ ଆଣ୍ଟିବ୍ୟାକ୍ଟେରିଆଲ ତତ୍ତ୍ୱ ଥାଏ। ତେଣୁ ଏହା ପାଚନରେ ସହାୟକ ହୁଏ। ଏହାକୁ ଖାଇଲେ ଇମ୍ୟୁନ୍‌ ପାଓ୍ବାର ବଢିଥାଏ। ଏହା ଚେହେରାର କୁଞ୍ଚନ କମାଏ ଓ ଦୃଷ୍ଟିଶକ୍ତି ବି ବଢାଇଥାଏ। କେଶ ମୂଳରେ ପିଆଜ ରସ ଲଗାଇଲେ ଝଡିବା ସମସ୍ୟା ବି ଦୂର ହୁଏ। ଏମିତିକି ନିୟମିତ ବ୍ୟବହାରରେ କମ୍‌ ବୟସରେ ଧଳା ହୋଇଥିବା କେଶ କଳା ହେବା ସମ୍ଭାବନା ରହିଛି। ହିଷ୍ଟେରିୟା ରୋଗୀ ଅଚେତ ହୋଇଗଲେ ପିଆଜ ଛେଚି କରି ଶୁଙ୍ଘାନ୍ତୁ। ଆଜ୍‌ମା ରୋଗୀଙ୍କ ପାଇଁ ବି ଏହା ଉପକାରୀ। ପିଆଜକୁ ପାଣିରେ ଫୁଟାଇ ସେହି ପାଣି ପିଇଲେ ପରିସ୍ରାଜନିତ ସମସ୍ୟା ଦୂର ହୁଏ। ଥଣ୍ଡା ହୋଇଥିଲେ ବି ପିଆଜ ଖାଇବା ଭଲ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ

କର୍କଟ – ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ କର୍କଟ ରାଶିର ଲୋକଙ୍କ ଜୀବନରେ ସକାରାତ୍ମକ ପ୍ରଭାବ ପକାଇବ। ଆପଣଙ୍କ କ୍ୟାରିୟରରେ ଉନ୍ନତି ହେବ, ଏବଂ ଆପଣଙ୍କ ଆର୍ଥିକ...

ବୁଧଙ୍କ ବିରଳ ଗୋଚର; ବର୍ଷ ଶେଷରେ ମାଲାମାଲ ହୋଇଯିବେ ଏହି ରାଶି…

ଆସନ୍ତା ୨୯ ତାରିଖରେ ବୁଦ୍ଧିର ଦାତା ବୁଧ ଗୁରୁ ରାଶି ଧନୁରେ ପ୍ରବେଶ କରିବାକୁ ଯାଉଛନ୍ତି । ବୁଧଙ୍କ ଏହି ଗୋଚର ୨୦୨୫ ବର୍ଷ ଶେଷରେ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ଶରୀରର ସୁରକ୍ଷା କବଚ : ଆଣ୍ଟିଅକ୍ସିଡାଣ୍ଟ

ଆଜିକାଲି ସ୍ବାସ୍ଥ୍ୟ ଓ ପୋଷଣ କ୍ଷେତ୍ରରେ ଆଣ୍ଟିଅକ୍ସିଡାଣ୍ଟ (Antioxidant) ବିଷୟରେ ବେଶ୍‌ ଚର୍ଚ୍ଚା ହେଉଛି। ତେବେ ପ୍ରଶ୍ନ ଉଠେ: ଆଣ୍ଟିଅକ୍ସିଡାଣ୍ଟ କ’ଣ, ଏହା ଆମ ଶରୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri