ପାକିସ୍ତାନରେ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ନୁହେଁ ସମ୍ଭବ; ଦେଶରେ ୨୫% ଦିନ ମଜୁରିଆ: ଇମ୍ରାନ୍‌

ଇସଲାମାବାଦ୍‌,୨୩।୩: ପାକିସ୍ତାନରେ କରୋନା ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ତେବେ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଲାଗୁ ନେଇ ଅକ୍ଷମତା ପ୍ରକାଶ କରିଛନ୍ତି। ଦେଶର ୨୫ ପ୍ରତିଶତ ଜନସଂଖ୍ୟା ଦିନ ମଜୁରିଆ। ତେଣୁ ଲକ୍‌ଡାଉନ୍‌ ହେଲେ ସେମାନେ ଖାଇବାକୁ ନ ପାଇ ଭୋକରେ ମରିଯିବେ ବୋଲି ଇମ୍ରାନ୍‌ କହିଛନ୍ତି। ସୂଚନାଯୋଗ୍ୟ, ପାକିସ୍ତାନରେ ବର୍ତ୍ତମାନ ସୁଦ୍ଧା ୭୭୬ ଜଣ କରୋନା ସଂକ୍ରମିତ ହୋଇଥିବାବେଳେ ୫ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାରେ ପୁଣିଥରେ ବଢୁଛି କି ମହାମାରୀ? ହସ୍ପିଟାଲରେ ଆଇସିୟୁ ବେଡ ବଢାଇବାକୁ ସୁପାରିସ

ବେଜିଂ,୬।୫: ନିକଟରେ ଚାଇନାରେ କରୋନା ମହାମାରୀ ଯୋଗୁ ସାରା ଦେଶ ବିପର୍ଯ୍ୟସ୍ତ ହୋଇପଡିଥିଲା। ଦେଶରେ ଏହି ମହାମାରୀ ଯୋଗୁଁ ହଜାର ହଜାର ଲୋକ ପ୍ରାଣ ହରାଇଥିଲେ।...

ପୁଣି ମହାକାଶ ଯିବେ ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ: ପ୍ରଥମ ମହିଳା ଭାବେ ରଚିବେ ଇତିହାସ

ଓ୍ବାଶିଂଟନ୍‌,୬।୫: ଭାରତୀୟ ବଂଶୋଦ୍ଭବ ସୁନୀତା ୱିଲିୟମ୍ସ ପୁଣି ଥରେ ମହାକାଶକୁ ଯିବାକୁ ପ୍ରସ୍ତୁତ ହେଉଛନ୍ତି। ଏଥର ବଚ ୱିଲମୋର ମଧ୍ୟ ତାଙ୍କ ସହ ରହିବେ। ଦୁଇ...

ବାଇଡେନଙ୍କ ଉପରେ ଏମିତି ଅଭିଯୋଗ ଆଣିଲେ ଟ୍ରମ୍ପ

ଓ୍ବାଶିଂଟନ,୬ା୫: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ପ୍ରାର୍ଥୀଙ୍କ ମଧ୍ୟରେ କଥାବାର୍ତ୍ତା ତୀବ୍ର ହୋଇଛି। ଏହି କ୍ରମରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ବିବୃତ୍ତି ସାମ୍ନାକୁ...

ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ...

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri