ଇଂଲଣ୍ଡରେ ଧାଓ୍ବନଙ୍କ ହଜାରେ

ଲଣ୍ଡନ,୯ା୬: ଭାରତୀୟ ଓପନର ଶିଖର ଧାଓ୍ବନ ଇଂଲଣ୍ଡରେ ଦିନିକିଆ ଫର୍ମାଟରେ ଏକହଜାର ରନ୍‌ ପୂରଣ କରିଛନ୍ତି। ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ କ୍ୟାରିୟରର ୧୭ତମ ଶତକୀୟ ଇନିଂସ ବେଳେ ଏହି ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ମ୍ୟାଚ୍‌ ପୂର୍ବରୁ ତାଙ୍କୁ ଏଥିନେଇ ୨୪ ରନ୍‌ ଦରକାର ଥିଲା। ସେ ଏପର୍ଯ୍ୟନ୍ତ ଇଂଲଣ୍ଡରେ ୬୨.୬୯ ହାରରେ ୪ ଶତକ ଓ ୪ ଅର୍ଦ୍ଧଶତକ ଲଗାଇ ସାରିଛନ୍ତି। ଉଲ୍ଲେଖଥାଉ କି, ଇଂଲଣ୍ଡରେ ଖେଳାଯାଇଥିବା ଦୁଇଟି ଚାମ୍ପିୟନ୍ସ ଟ୍ରଫି ଟୁର୍ନାମେଣ୍ଟରେ ଧାଓ୍ବନ ସର୍ବାଧିକ ରନ୍‌ କରି ମ୍ୟାନ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ସ୍ବାଧୀନତାର ୭୯ ବର୍ଷ ପରେ ପହଞ୍ଚିନି ବିକାଶ: ଆଜିବି ବି ଡିବିରି ଆଲୁଅରେ ପାଠ ପଢୁଛନ୍ତି ପିଲା

ଥୁଆମୂଳ ରାମପୁର,୨।୧ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ସରକାରୀ ବିକାଶର ଏକ ନଗ୍ନ ଚିତ୍ର ସାମ୍ନାକୁ ଆସିଛି। ବ୍ଲକ କାର୍ଯ୍ୟାଳୟଠାରୁ...

୨ January ୨୦୨୬ Rashifal: ଆଜି ଏହି ୩ ରାଶିର ବ୍ୟକ୍ତିଙ୍କୁ ମିଳିବ ଖୁସି ଖବର, ଖାସ୍ ହେବ..

ଆଜି ପୌଷ ଶୁକ୍ଳ ପକ୍ଷର ଚତୁର୍ଦ୍ଦଶୀ ତିଥି ଏବଂ ଶୁକ୍ରବାର। ଚତୁର୍ଦ୍ଦଶୀ ତିଥି ଆଜି ସନ୍ଧ୍ୟା ୬ଟା୫୪ ପର୍ଯ୍ୟନ୍ତ ରହିବ। ଆଜି ଶୁକ୍ଳ ଯୋଗ ଅପରାହ୍ନ...

ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଭୂର୍ଷିପଡ଼ା: ଅନ୍ଧାର ଘେରରେ ୩୦ ଆଦିବାସୀ ପରିବାର

ନୂଆପଡ଼ା,୨ା୧ (ମକାରୁ ବେମାଲ):ଲୋକଙ୍କୁ ସର୍ବନିମ୍ନ ସୁବିଧା ଯୋଗାଇଦେବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ବିଭାଗୀୟ ଅଧିକାରୀ ଓ...

Iran Protests: ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି ଇରାନ! ୬ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୧ବିଶ୍ୱର ବିଭିନ୍ନ ଦେଶ ନୂତନ ବର୍ଷ ପାଳନ କରୁଥିବା ବେଳେ, ଇରାନ ମୁଦ୍ରାସ୍ଫୀତିର ନିଆଁରେ ଜଳୁଛି । ଆର୍ଥିକ ସଙ୍କଟ ବିରୋଧରେ ଆରମ୍ଭ ହୋଇଥିବା ବିକ୍ଷୋଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri