Posted inପୁରୀ

ବ୍ରହ୍ମଗିରିରେ ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାର

ବ୍ରହ୍ମଗିରି,୨୫। ୩ (ଡି.ଏନ.ଏ): ମହାମାରୀ କରୋନା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା କରାଯାଇଛି। ଏହାପରେ ରାଜ୍ୟ ସରକାର କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଡାଲି, ଚାଉଳ, ତେଲ, ମାଛ, ଅଣ୍ଡା, ପରିବା ଓ ଔଷଧ ଦୋକାନ ବ୍ୟତୀତ ଅନ୍ୟ ସବୁ ଦୋକାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିଲା। ଏହାଶୁଣି ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅଞ୍ଚଳବାସୀ ଜରୁରୀ ସାମଗ୍ରୀ କିଣିବା ପାଇଁ ଦୋକାନଗୁଡ଼ିକରେ ନାହିଁ ନ ଥିତ୍ବା ଭିଡ଼ ଜମାଇଥିବାର ଦେଖିବାକୁ ମିଳିଛି। ଏହାକୁ ନଜରରେ ରଖି ବ୍ରହ୍ମଗିରି ବଜାରରେ କେତେକ ଅସାଧୁ ବ୍ୟବସାୟୀ ଏହାର ଫାଇଦା ଉଠାଇବା ପାଇଁ ତତ୍ପର ହୋଇପଡ଼ିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ, ଡାଲି, ଚାଉଳ ଓ ବିଭିନ୍ନ ପରିବାକୁ କଳାବଜାର କରି ଦୋକାନୀମାନେ ଚଢ଼ାଦରରେ ବିକୁଥିଲେ। ଖବରପାଇ ବ୍ରହ୍ମଗିରି ତହସିଲଦାର କିଶୋର କୁମାର ପଣ୍ଡା ବିଭିନ୍ନ ଦୋକାନ ଉପରେ ଚଢ଼ାଉ କରି ଜଣେ ବ୍ୟବସାୟୀଙ୍କୁ ଅଟକ ରଖିଥିଲେ। ପରେ ଏଭଳି ପୁଣିଥରେ କରିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୁଝାଇବା ସହ ବୁଧବାର ତାଙ୍କଠାରୁ ଏକ ଅଣ୍ଡରଟେକିଂ ଲେଖି ଛାଡ଼ିିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri