ଚେନ୍ନାଇରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୨୫ା୩-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ୬ ଗ୍ରାମାଞ୍ଚଳର ପ୍ରାୟ ୧ ହାଜରରୁ ଊର୍ଦ୍ଧ୍ୱ ଶ୍ରମିକ ଚେନ୍ନାଇର ଗିନ୍ଧି ଅଞ୍ଚଳରେ ଫସି ରହିଛନ୍ତି। ପ୍ରଶାସନସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ପକ୍ଷରୁ ନିବେଦନ କରାଯାଇଛି। ପ୍ରାୟ ୬ ମାସ ତଳେ ଉପରୋକ୍ତ ଗ୍ରାମଗୁଡିକର  ୧ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଦାଦନ ଖଟିବାକୁ ଯାଇଥିଲେ। ଫେରିବାକୁ ଉଦ୍ୟମ କଲେ ମଧ୍ୟ ସେମାନେ ଜନତା କର୍ଫ୍ୟୁ ଓ ବର୍ତ୍ତମାନ ଦେଶରେ ହୋଇଥିବା ଲକ୍‌ଡାଉନ ଯୋଗୁ ଫେରିପାରୁ ନାହାନ୍ତି। ସେଠାରେ ପ୍ରାୟ ୩ ଦିନ ହେଲା ଭୋକ ଉପାସରେ ରହିଛନ୍ତି ବୋଲି ସେମାନେ ପରିବାର ଲୋକଙ୍କୁ ଜଣାଇଛନ୍ତି। ସେଠାକାର ପ୍ରଶାସନ କୌଣସି ପ୍ରକାର ସାହାଯ୍ୟ ସହଯୋଗ କରୁ ନ ଥିବା ସେମାନେ କହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେବାକୁ ଫସି ରହିଥିବା ଶ୍ରମିକଙ୍କ ପରିବାର ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri