Odisha Elections 2024
Posted inଖେଳ

୧ ନିୟୁତ ଡଲାର ଦାନ କଲେ ଫେଡରର

ଜେନେଭା,୨୬ା୩ (ଏଏଫ୍‌ପି)-ସୁଇଜରଲାଣ୍ଡରେ କରୋନା ଭାଇରସ୍‌ ଜନିତ ସଂକଟ ଦେଖା ଦେଇଥିବାବେଳେ ଷ୍ଟାର ଟେନିସ୍‌ ଖେଳାଳି ରୋଜର ଫେଡରର ସହାୟତାର ହାତ ବଢାଇଛନ୍ତି। କୋଭିଡ୍‌-୧୯ର ମୁକାବିଲା ପାଇଁ ୨୦ଥର ଗ୍ରାଣ୍ଡସ୍ଲାମ ବିଜେତା ଓ ତାଙ୍କ ସ୍ତ୍ରୀ ମିକା ଏକ ନିୟୁତ ସୁଇସ୍‌ ଫ୍ରାଙ୍କ୍‌ (୧.୦୨ ନିୟୁତ ଡଲାର, ୯,୪୩,୦୦୦ ୟୁରୋ) ଦାନ କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନର ରିପୋର୍ଟ ଅନୁସାରେ ବିଶ୍ୱ କରୋନା ସଂକ୍ରମିତ ତାଲିକାରେ ସୁଇଜରଲାଣ୍ଡ ୯ମ ସ୍ଥାନରେ ରହିଛି। ସୁଇସ୍‌ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ଦେଶରେ କରୋନା ଭାଇରସ୍‌ ସଂକ୍ରମିତ ଲୋକଙ୍କ ସଂଖ୍ୟା ୮,୮୦୦ରୁ ଅଧିକ। ସୋମବାର ସୁଦ୍ଧା ୮୬ ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଛାଡପତ୍ର ଚର୍ଚ୍ଚା ଭିତରେ ଟିମ୍‌ ଇଣ୍ଡିଆରେ ଯୋଗଦେଲେ ହାର୍ଦ୍ଦିକ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୯।୪: ଗତ କିଛି ଦିନ ହେବ ହାର୍ଦ୍ଦିକ ପାଣ୍ଡ୍ୟା ଚର୍ଚ୍ଚାରେ ରହିଆସିଛନ୍ତି। ପ୍ରଥମେ ସେ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଭାବରେ ମନୋନୀତ ହୋଇଥିଲେ। ପ୍ରଶଂସକମାନେ ତାଙ୍କୁ...

ଦଳକୁ ଚାମ୍ପିୟନ୍‌ କରିବା ପରେ ଏହି ସୁନ୍ଦରୀ ମହିଳାଙ୍କ ସହ ନଜର ଆସିଲେ ଶେୟାସ୍‌ ଆୟର

ନୂଆଦିଲ୍ଲୀ,୨୯।୪: ଶ୍ରେୟାସ ଆୟର ତାଙ୍କ ଅଧିନାୟକତ୍ୱରେ କୋଲକାତା ନାଇଟ ରାଇଡର୍ସକୁ ଆଇପିଏଲ ୨୦୨୪ର ଚାମ୍ପିଅନ କରିଥିଲେ। ଗତ ରବିବାର କୋଲକାତା ଆଇପିଏଲ ୨୦୨୪ ର ଫାଇନାଲରେ...

ଟି-୨୦ ବିଶ୍ୱକପ ପୂର୍ବରୁ ବଡ଼ ଓଲଟପାଲଟ: ଶ୍ରୀଲଙ୍କାକୁ ଧୂଳି ଚଟେଇଲା ନେଦରଲାଣ୍ଡ

ନୂଆଦିଲ୍ଲୀ,୨୯।୫: ଟି-୨୦ ବିଶ୍ୱକପ ୨୦୨୪ ପୂର୍ବରୁ ଏକ ବଡ଼ ଓଲଟପାଲଟ ହୋଇଛି। ନେଦରଲାଣ୍ଡ ଶ୍ରୀଲଙ୍କାକୁ ୨୦ ରନରେ ପରାସ୍ତ କରିଛି। ଏହି ମ୍ୟାଚରେ ନେଦରଲାଣ୍ଡ ପ୍ରଥମେ...

ଇଣ୍ଡୋନେସିଆକୁ ହରାଇଲା ଭାରତ

ଭୁବନେଶ୍ୱର, ୨୯।୫ (ତପନ ସ୍ବାଇଁ): ଫିଲିପାଇନ୍ସର ମାନିଲାଠାରେ ଚାଲିଥିବା ୫ମ ଏସୀୟ ମହିଳା ଭଲିବଲ (ଏଭିସି) ଚ୍ୟାଲେଞ୍ଜ କପ୍‌ରେ ଭାରତୀୟ ଦଳ ମଙ୍ଗଳବାର ଇଣ୍ଡୋନେସିଆକୁ ପରାସ୍ତ...

ଆଲିଜ୍‌ କର୍ନେଟଙ୍କ ଅବସର

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ପ୍ରଥମ ରାଉଣ୍ଡରେ ପରାଜୟ ସହ ଅବସର ଘୋଷଣା କରିଛନ୍ତି ଫ୍ରେଞ୍ଚ ଖେଳାଳି ଆଲିଜ୍‌ କର୍ନେଟ୍‌। ବିଶ୍ୱ...

ରୁଡ୍‌, ମେଡଭେଡେଭଙ୍କ ସହଜ ବିଜୟ

ପ୍ୟାରିସ୍‌,୨୯ା୫: ଗ୍ରାଣ୍ଡସ୍ଲାମ ଇଭେଣ୍ଟ ଫ୍ରେଞ୍ଚ ଓପନ ଟେନିସ ଟୁର୍ନାମେଣ୍ଟର ତୃତୀୟ ଦିନ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସହଜ ବିଜୟ ହାସଲ କରିଛନ୍ତି କାସ୍ପର ରୁଡ୍‌ ଓ...

କେକେଆର୍‌ ଛାଡ଼ି ଟିମ୍‌ ଇଣ୍ଡିଆ ହେଡ୍‌ କୋଚ୍‌ ହେବାକୁ ଗମ୍ଭୀର ରାଜି, ଏହା ହେଉଛି ବଡ଼ କାରଣ… 

ନୂଆଦିଲ୍ଲୀ,୨୮।୫: ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ କିଏ ହେବ? ଏହି ପ୍ରଶ୍ନର ଉତ୍ତର ବୋଧହୁଏ ମିଳିସାରିଛି। କାରଣ ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟର ଗୌତମ...

ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଲେ ପନ୍ତ…

ନୂଆଦିଲ୍ଳୀ,୨୮ା୫: ଭାରତୀୟ କ୍ରିକେଟ ଦଳର ଉଇକେଟ କିପର ବ୍ୟାଟର ରିଷଭ ପନ୍ତ ଦୁର୍ଘଟଣା ପରର ଅଭିଜ୍ଞତା ବଖାଣିଛନ୍ତି। ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିବା ବେଳେ କିଭଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri