ଟାଇଗର ଯାହା ଚାହୁଁଥିଲେ..

ବଲିଉଡ୍‌ର ୟଙ୍ଗ ସେନସେସନ ଟାଇଗର ଶ୍ରଫ। ନିକଟରେ ତାଙ୍କ ଅଭିନୀତ ‘ବାଗୀ-୩’ ରିଲିଜ ହୋଇଛି। ଫିଲ୍ମଟିକୁ ପ୍ରାରମ୍ଭରୁ ବେଶ୍‌ ସଫଳତା ମଧ୍ୟ ମିଳିଛି। ଏହି ଫିଲ୍ମରେ ତାଙ୍କର ଆକ୍ସନ ଅବତାରକୁ ଭୁରି ଭୁରି ପ୍ରଶଂସା କରାଯାଉଛି। ଏ ସମ୍ପର୍କରେ ଟାଇଗର କହନ୍ତି, ‘ବେଳେ ବେଳେ ଏମିତି ହୁଏ ଯେ ମନଲାଖି ଭୂମିକାଟିଏ ହାତ ପାଆନ୍ତାରେ ମିଳିଯାଏ। ୟା ଭିତରେ ମୁଁ କେତୋଟି ଆକ୍ସନଭିତ୍ତିକ ଫିଲ୍ମରେ ଅଭିନୟ କରିସାରିଲିଣି। ହେଲେ ନିଜକୁ କେବଳ ଗୋଟିଏ ଭୂମିକାରେ ମୁଁ ବାନ୍ଧି ରଖିବାକୁ ଚାହେଁନା।’ ତେବେ ଟାଇଗରଙ୍କ ଏହି ଆଶା କେତେ ପୂରଣ ହେଉଛି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ନୂତନ ବର୍ଷର ଉପହାର: ଜାନୁଆରୀ ୧ରୁ ସାରା ଦେଶରେ…

ନୂଆଦିଲ୍ଲୀ,୧୮।୧୨: ନୂତନ ବର୍ଷ ୨୦୨୬ ସାରା ଦେଶର ଲକ୍ଷ ଲକ୍ଷ ଗ୍ୟାସ ଗ୍ରାହକଙ୍କୁ ଖୁସି କରିବ ବୋଲି ଖୁସିର ଖବର ଆଣିଛି। ପେଟ୍ରୋଲିୟମ ଏବଂ ପ୍ରାକୃତିକ...

ନୂଆବର୍ଷରେ ଶନିଙ୍କ ସିଧା ଚଳନରେ ବଦଳିଯିବ ଭାଗ୍ୟ; ଏହି ୩ ରାଶିଙ୍କର ବାଜିବ ଲଟେରୀ, ବଢିଚାଲିବ ସମ୍ପତ୍ତି!

ନଅଟି ଗ୍ରହ ମଧ୍ୟରେ ଶନିକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ ବୋଲି ବିବେଚନା କରାଯାଏ। ଶନି ସବୁଠାରୁ ଧୀର ଗତିରେ ଗତି କରନ୍ତି, ପ୍ରତି ଅଢ଼େଇ ବର୍ଷରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri