କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍‌ ଆଦାୟ ବନ୍ଦ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ ଦୂରତା ବଢ଼ାଇବାକୁ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉଥିବାବେଳେ ଏବେ ଦେଶବ୍ୟାପୀ ଟୋଲ୍‌ ଆଦାୟ କିଛିଦିନ ପାଇଁ ବନ୍ଦ ରଖିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ସଡ଼କ ପରିବହନ ତଥା ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରୀ କହିଛନ୍ତି। ଏସମ୍ପର୍କରେ ଗଡ଼କରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ଏଗଭଳି କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

ଚାଞ୍ଚଲ୍ୟକର ଖୁଲାସା: ୨ ମହିଳାଙ୍କୁ ଦଙ୍ଗାକାରୀଙ୍କ ପାଖରେ ଛାଡ଼ିଥିଲା ମଣିପୁର ପୋଲିସ

ନୂଆଦିଲ୍ଲୀ,୧ା୫(ପି.ଟି.):ଗତବର୍ଷ ଭାଜପା ଶାସିତ ରାଜ୍ୟ ମଣିପୁରରେ ଜାତିଆଣ ହିଂସା ଉଗ୍ର ରୂପ ନେଇଥିବାବେଳେ ମେ’ ୪ରେ ପୋଲିସର ଶରଣ ଚାହିଁଥିଲେ କୁକି-ଜୋମି ସମ୍ପ୍ରଦାୟର ୨ ମହିଳା।...

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ...

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ଭୁବନେଶ୍ୱର,୧।୫: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ...

କାମ୍ପାକୋଲାର ନୂତନ ଅଭିଯାନ

ଭୁବନେଶ୍ୱର,୧।୫: ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ତଥା ରିଲାଏନ୍ସ କଞ୍ଜ୍ୟୁମର ପ୍ରଡକ୍ଟସ ଲିମିଟେଡ୍‌ (ଆର୍‌ସିପିଏଲ୍‌)ର ପ୍ରମୁଖ ବ୍ରାଣ୍ଡ୍‌ କାମ୍ପାକୋଲାର ନୂତନ ଅଭିଯାନ ‘ନଏ ଇଣ୍ଡିଆ କା...

ଖୁବ୍‌ଶୀଘ୍ର ସମ୍ବଲପୁରରେ ଅରୁନ୍ଧତୀ ଜୁଏଲର୍ସ

ଭୁବନେଶ୍ୱର,୧।୫: ଅରୁନ୍ଧତୀ ଜୁଏଲର୍ସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିିର୍ମିତ ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଖୁବ୍‌ଶୀଘ୍ର ସମ୍ବଲପୁରଠାରେ ଖୋଲିବାକୁ ଯାଉଛି। ଏପରିକି ୨୦୨୪ ମେ...

ଜୟଆଲୁକ୍କାସ୍‌ରେ ଉତ୍ସବକାଳୀନ ଅଫର

ଭୁବନେଶ୍ୱର,୧।୫(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ପ୍ରମୁଖ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ୍‌ ପକ୍ଷରୁ ଉତ୍ସବକାଳୀନ ଅଫର ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଚଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri