ଲକ୍‌ ଡାଉନ୍‌ ଦେଲାନି କାମ: ଗୋଟିଏ ଦିନରେ ୧,୪୨୧ ମୁଣ୍ଡ ନେଲା କରୋନା

ମାଦ୍ରିଦ୍‌/ରୋମ,୨୬।୩: କରୋନା ସଂକ୍ରମଣ ପୃଥିବୀର ସମସ୍ତ ଦେଶରେ ଆତଙ୍କ ଜାରି ରଖିଛି। ସ୍ପେନ୍‌ ଏବଂ ଇଟାଲିରେ ସୁରକ୍ଷା ଦୃଷ୍ଟିରୁ ଲକ୍‌ ଡାଉନ୍‌ ଜାରି ହେବା ପରେ ମଧ୍ୟ ଗୋଟିଏ ଦିନରେ ୧,୪୨୧ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ ସରକାର ଗତ ୧୧ ଦିନ ଧରି ଲକ୍‌ ଡାଉନ୍‌ ଜାରି କରିଛନ୍ତି। ତେବେ ଏଠାରେ ଲକ୍‌ ଡାଉନ୍‌ କାମ ଦେଇନି। ସ୍ପେନ୍‌ରେ ୨୪ ଘଣ୍ଟାରେ ୭୩୮ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଇଟାଲିରେ ମଧ୍ୟ ସମାନ ସ୍ଥିତି ଦେଖିବାକୁ ମିଳିଛି। ଦେଶରେ ଲକ୍‌ ଡାଉନ୍‌ ଯୋଗୁ ସାଢ଼େ ୬ କୋଟି ଲୋକ ଘରେ ବନ୍ଦ ଥିଲେ ମଧ୍ୟ ଗତ ୨୪ ଘଣ୍ଟା ମଧ୍ୟରେ ଇଟାଲିରେ ୬୮୩ ଲୋକଙ୍କ ମୃତ୍ୟୁ ଘଟିଛି। ସ୍ପେନ୍‌ରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୩,୪୩୪ ଛୁଇଁଛି। ସେହିପରି ଇଟାଲିରେ କରୋନା ସଂକ୍ରମଣ ଇତିମଧ୍ୟରେ ୭,୫୦୩ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

କେଦାରନାଥ ଧାମରେ ଏ କଣ, ଡିସେମ୍ବର ମାସରେ ଦେଖାଯାଉନି….

ନୂଆଦିଲ୍ଲୀ,୧୯ା୧୨: ଡିସେମ୍ବର ମାସର ଅଧା ବିତିଯାଇଥିଲେ ମଧ୍ୟ ବାବା କେଦାରନାଥ ଧାମରେ ଏବେ ବି ତୁଷାରମୁକ୍ତ ଅଛି। ଏହି ସମୟ ମଧ୍ୟରେ କେଦାରନାଥ ଧାମ ସାଧାରଣତଃ...

ତହସିଲଦାରଙ୍କୁ ମିଳିଲା ପୁରୁଣା ଜମି କାଗଜପତ୍ର ମ୍ୟୁଟେସନ୍ କ୍ଷମତା; SOP ଜାରି କଲା ରାଜସ୍ୱ ବିଭାଗ

ଭୁବନେଶ୍ୱର,୧୯ା୧୨: ଜମିଜମା ସମ୍ବନ୍ଧୀୟ ଦୀର୍ଘ ଦିନର ମାମଲାକୁ ହ୍ରାସ କରିବା ପାଇଁ ଓଡ଼ିଶା ରାଜସ୍ୱ ବିଭାଗ ଏକ ବଡ଼ ପ୍ରଶାସନିକ ସଂସ୍କାର ଆଣିଛି। ପୁରୁଣା ପଞ୍ଜୀକୃତ...

ଓମାନରେ ମୋଦିଙ୍କୁ ଭବ୍ୟ ସ୍ବାଗତରେ ଥରି ଉଠିଲା ମୁସଲମାନ ଦେଶ, ପାକିସ୍ତାନୀ ବିଶେଷଜ୍ଞ କହିଲେ…

ମସ୍କାଟ୍‌/ନୂଆଦିଲ୍ଲୀ,୧୯ା୧୨: ଜୋର୍ଡାନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଓମାନରେ ମିଳିଥିବା ଭବ୍ୟ ସ୍ବାଗତରେ ପାକିସ୍ତାନ ରାଗରେ ଖପ୍ପା ହୋଇଉଠିଛି। ମୁସଲମାନ ଦେଶଗୁଡ଼ିକରେ ତାଙ୍କୁ ମିଳିଥିବା ସ୍ବାଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri