Posted inଜାତୀୟ

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା ଝିଅଙ୍କୁ ନ୍ୟାୟ ପ୍ରଦାନ ଦାବିରେ ରୁଣ୍ଡ ହୋଇଥିବା ଲୋକଙ୍କୁ ଘଉଡ଼ାଇବା ପାଇଁ ପୋଲିସକୁ ବଳ ପ୍ରୟୋଗ କରିବାକୁ ପଡ଼ିଛି। ଅନ୍ୟପକ୍ଷରେ ପୀଡ଼ିତାଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଭୋଟିବାକୁ ମନା କରିଦେଇଛନ୍ତି। ଗିରଫ ୪ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦିଆଯାଉ ବୋଲି ସେମାନେ ଦାବି କରିଛନ୍ତି। ମେ ୩୦ରେ ନିଖୋଜ ହୋଇଯାଇଥିବା ନାବାଳିକାଙ୍କ ମୃତଦେହ ଜୁନ୍‌ ୨ରେ ଏକ ଅଳିଆ ଗଦାରୁ ମିଳିଥିଲା। ୧୦ ହଜାର ଟଙ୍କା ପାଇଁ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୁକ୍ତମାନେ ପୋଲିସ ନିକଟରେ ସ୍ବୀକାର କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri