ଋଷିକୂଲ୍ୟା ମୁହାଣ ବେଳାଭୂମିରେ ମଲା କଇଁଛ

ଗଞ୍ଜାମ,୨୯ା୩(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷୁକୁଲ୍ୟା ବେଳାଭୂମିରେ ବର୍ତ୍ତମାନ ଅଲିଭ ରିଡ୍‌ଲେ କଇଁଛଙ୍କ ଗଣ ଅଣ୍ଡାଦାନ ପ୍ରକ୍ରିୟା ଜାରି ରହିଥିବା ବେଳେ ସେଠାରେ ଗୋଟିଏ ମଲା କଇଁଛ ପଡ଼ିଥିବା ଦେଖିବାକୁ ମିଳିଛି। ଏନେଇ ବନ ବିଭାଗ ପାଖରେ ଖବର ନ ଥିବା ଜଣାପଡିଛି। ଉକ୍ତ କଇଁଛର ପିଠି ଫାଟିଯାଇଥିବାବେଳେ କିପରି ମୃତ୍ୟୁ ଘଟିଛି ଜଣାପଡୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

ଜିରୋ ନାଇଟ୍‌ ସେଲିବ୍ରେଶନ୍‌: ରାତି ୧୨ଟା ପରେ ମ୍ୟୁଜିକ ମନା

ଭୁବନେଶ୍ୱର,୩୦।୧୨: ନୂଆବର୍ଷ ପାଳନ ପାଇଁ ପୋଲିସ ପକ୍ଷରୁ ରାଜଧାନୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ସୁରକ୍ଷା ଦାୟିତ୍ୱରେ ୧୮ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହେବେ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

ବୈତରଣୀ ନଦୀ ପାର୍‌ ହୋଇଆସିଲା ହାତୀ: ଲୋକେ ଭୟଭୀତ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ହାତୀଟି ବ୍ଲକ ଅଧୀନ ବିଭିନ୍ନ ଗାଁ ଏବଂ ଛକ ବଜାରରେ ବୁଲୁଥିବାବେଳେ...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ହୁକିଟୋଲାର ସୌନ୍ଦର୍ଯ୍ୟ

ମହାକାଳପଡ଼ା,୩୦ା୧୨ (ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଙ୍ଗୋପସାଗର ନୀଳ ଜଳରାଶି ସହ ବିଶାଳ ବାଲୁକା ଶଯ୍ୟା ଆଇଲାଣ୍ଡ ହୁକିଟୋଲା ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଖୁବ୍‌...

ଜିଲା ପାଇଁ ଗୌରବ ଆଣିଲେ ନେହେରୁ: ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ…

ନୂଆପଡା,୩୦।୧୨(ମକାରୁ ବେମାଲ): ନୂଆପଡା ସଦର ବ୍ଲକ ଭାଲେଶ୍ବର ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଲୟର ଦଶମ ଶ୍ରେଣୀ ଛାତ୍ର ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ମେଳାରେ ଦ୍ବିତୀୟ ସ୍ଥାନ...

PEOଙ୍କ ଘରେ ପଶିଲା ଭିଜିଲାନ୍ସ: ଜାରି ରହିଛି ଚଢାଉ

ହାଟଡ଼ିହୀ,୩୦।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ବସନ୍ତିଆସ୍ଥିତ ତାଙ୍କ ବାସଭବନରେ ଭିଜିଲାନ୍ସ ଚଢାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri