କରୋନା ସହାୟତା: କେଏସ୍‌ସିଏ ଦାନ କଲା ଏକ କୋଟି ଟଙ୍କା

ନୂଆଦିଲ୍ଲୀ,୨୯।୩(ପି.ଟି.)- କୋଭିଡ-୧୯ ମୁକାବଲା ପାଇଁ କର୍ନାଟକ କ୍ରିକେଟ ଆସୋସିଏଶନ (କେଏସ୍‌ସିଏ) ରବିବାର ଏକ କୋଟି ଟଙ୍କା ଦାନ କରିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ କେଏସ୍‌ସିଏ ୫୦ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରିଛି। ଆସୋସିଏଶନ କର୍ନାଟକ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପଣ୍ଡକୁ ୫୦ ଲକ୍ଷ ଓ ପ୍ରଧାନମନ୍ତ୍ରୀ ସିଟିଜେନ ଆସିଷ୍ଟାନ୍ସ ଆଣ୍ଡ ରିଲିଫ ଇନ୍‌ ଇମର୍ଜେନ୍ସି ସିଚୁଏଶନ ଫଣ୍ଡକୁ ମଧ୍ୟ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛି ବୋଲି କେଏସ୍‌ସିଏ ମୁଖପାତ୍ର କହିଛନ୍ତି। କୋରୋନା ଭାଇରସ ମୁକାବିଲା ପାଇଁ ଦରାକାର ହେଲେ ସବୁପ୍ରକାର ସହାୟତା ପ୍ରଦାନ କରିବାକୁ ଆମେ ରାଜି ଅଛୁ ବୋଲି କେଏସ୍‌ସିଏ ତରଫରୁ କୁହାଯାଇଛି। ପୂର୍ବରୁ ରବିବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ଦେଶରେ ଦେଖା ଦେଇଥିବା ସ୍ବାସ୍ଥ୍ୟଗତ ବିପର୍ଯ୍ୟୟ ପାଇଁ ୫୧ କୋଟି ଟଙ୍କା ପ୍ରଦାନ କରିଥିଲା। କେଏସ୍‌ସିଏକୁ ବାଦ୍‌ ଦେଲେ କ୍ରିକେଟ ଆସୋସିଏଶନ ଅଫ୍‌ ବେଙ୍ଗଲ (ସିଏବି), ମୁମ୍ବାଇ କ୍ରିକେଟ ଆସୋସିଏଶନ ଓ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ମଧ୍ୟ କରୋନା ମୁକାବିଲା ପାଇଁ ମୋଟା ଅଙ୍କରେ ଅର୍ଥଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

କୋଭିଶିଲ୍ଡ ଟିକା ନେବାରୁ ଯାଇଥିଲା ଝିଅର ଜୀବନ, ଆଷ୍ଟ୍ରା ଜେନେକା ବିରୋଧରେ ମାମଲା କରିବାକୁ ପ୍ରସ୍ତୁତ ହେଉଛନ୍ତି ପିତା

ନୂଆଦିଲ୍ଲୀ,୩।୫: କୋଭିଶିଲ୍ଡ ଟିକା ନେବାରୁ ଜଣେ ଝିଅର ଜୀବନ ଯିବାରୁ ଏବେ ତାଙ୍କର ମାତାପିତା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ (ଏସଆଇଆଇ) ଏବଂ ବ୍ରିଟିଶ ଫାର୍ମା...

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri