କୂଅରୁ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ବଇଣ୍ଡା, ୩୧ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ମାମୁରିଝରଣ ଗ୍ରାମର ଏକ ପରିତ୍ୟକ୍ତ କୂଅରୁ ମଙ୍ଗଳବାର ସାନହୁଲା ପଞ୍ଚାୟତ ଜୟପୁର ଗ୍ରାମର ମୋହନ ନାୟକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏ ସଂକ୍ରାନ୍ତରେ ଠାକୁରଗଡ ପୋଲିସ ନଂ. ୬/୨୦ରେ ମାମଲା ରୁଜୁ କରିଛି । ପୋଲିସ କହିଛି, ମୋହନ ତାଙ୍କ ଭିଣୋଇଙ୍କ ଘର ମାମୁରିଝରଣ ଗ୍ରାମରେ କିଛି ଦିନ ପୂର୍ବରୁ ଆସି ଶ୍ରମିକ ଭାବେ କାମ କରୁଥିଲେ। ସେହି ଗ୍ରାମର ଏକ ପରିତ୍ୟକ୍ତ କୂଅରେ ତାଙ୍କ ମୃତଦେହ ଭାସୁଥିବା ଦେଖି ଗ୍ରାମବାସୀ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ଟାପଢୋଲ ଫାଣ୍ଡି ଅଧିକାରୀ କରୁଣାକର ନନ୍ଦ ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ଆଠମଲ୍ଲିକ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri