କୋଭିଡ୍‌ ଫଣ୍ଡକୁ ୨ ଲକ୍ଷ ଦେଲା ବିଡେକା

ଭଞ୍ଜନଗର,୩।୪(ଡି.ଏନ.ଏ)-କରୋନା ମୁକାବିଲା ପାଇଁ ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୨ ଲକ୍ଷ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଭଞ୍ଜନଗର ଜଳସମ୍ପଦ ନିର୍ବାହୀଯନ୍ତ୍ରୀ ତଥା ବିଡେକା ସଭାପତି ଇଂ.ନିହାର ରଞ୍ଜନ ସାମନ୍ତରାୟ ଉକ୍ତ ଚେକ୍‌ ଭଞ୍ଜନଗର ଉପଜିଲାପାଳ ରାଜେନ୍ଦ୍ର ମିଞ୍ଜଙ୍କୁ ପ୍ରଦାନ କରିଛନ୍ତି । ଏହି ସମୟରେ ସହକାରୀ ନିର୍ବାହୀଯନ୍ତ୍ରୀ ସୁମା ପ୍ରଧାନ ଉପସ୍ଥିତ ଥିଲେ । ଅନ୍ୟପକ୍ଷରେ ଗତ କିଛିଦିନ ହେଲା ବିଡେକା ପକ୍ଷରୁ ଭଞ୍ଜନଗର ସହରରେ ଗରିବ ଲୋକଙ୍କୁ ଏନ୍‌ଏସି ମାଧ୍ୟମରେ ରନ୍ଧା ଖାଦ୍ୟ ବଣ୍ଟନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ପିକ୍‌ନିକ୍‌ ପାଇଁ ଆସି ୨ ଗୋଷ୍ଠୀ ପିଟାପିଟି: ଆଜି ଖାଁ ଖାଁ ଡୁଲୁରୀ ପାଇନ୍‌ ବଣ

ଦାରିଙ୍ଗବାଡ଼ି,୨୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଡ଼ୁଲୁରୀ ପାଇନ ବଣରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟଣାରେ ସୋମବାର ସକାଳେ ଉକ୍ତ ଡୁଲୁରୀ...

ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri