ଫେବୃଆରୀରେ ୧୫ଦିନ ଭିତରେ ଲାଗିବ ୨ଟା ଗ୍ରହଣ, ପଡିବ ଖରାପ ପ୍ରଭାବ?

ହିନ୍ଦୁ ଧର୍ମରେ, ସୂର୍ଯ୍ୟ ଏବଂ ଚନ୍ଦ୍ରଗ୍ରହଣ ଉଭୟକୁ ଅଶୁଭ ବୋଲି ବିବେଚନା କରାଯାଏ। ଫେବୃଆରୀ 2026ରେ ଚନ୍ଦ୍ରଗ୍ରହଣ ଏବଂ ସୂର୍ଯ୍ୟଗ୍ରହଣ ଦେଖାଯିବ। ଫେବୃଆରୀ 17, 2026ରେ ସୂର୍ଯ୍ୟପରାଗ ଏବଂ ମାର୍ଚ୍ଚ 3, 2026 ରେ…

ମୃତ୍ୟୁ ପୂର୍ବରୁ ଏହି ବ୍ୟକ୍ତିଙ୍କୁ କଲ୍‌ କରିଥିଲେ ଅଜିତ ପାୱାର: ଜାଣନ୍ତୁ କ’ଣ ହୋଇଥିଲେ କଥା

ପୁଣେ,୪।୨: ମହାରାଷ୍ଟ୍ରର ବାରାମତୀରେ ଘଟିଥିବା ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କ ଜୀବନ ଯାଇଥିଲା। ସେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି)ର ମୁଖ୍ୟ ଥିଲେ। ଅଜିତ ପାୱାରଙ୍କ ଉପରେ ଅନେକ ଦାୟିତ୍ୱ…

ଭାଜପା ନେତା ଶିବରାମଙ୍କ ଘର ଉପରେ ଆକ୍ରମଣ, ୮ ଗିରଫ

ମୋହନା,୪।୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚାନ୍ଦିପୁଟ ଗ୍ରାମର ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶିବରାମ ସୁଆରଙ୍କ ଘର ଉପରେ ସୋମବାର ସନ୍ଧ୍ୟାରେ ଆକ୍ରମଣ ହୋଇଛି। ପ୍ରାୟ ୫୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି…

ବିଦ୍ୟାଳୟରେ ଜଣ୍ଡିସ ବ୍ୟାପିବା ଘଟଣା: ନିଲମ୍ବିତ ହେଲେ ଅଧ୍ୟକ୍ଷା

ଖୋର୍ଦ୍ଧା , ୪।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ପିଏମ୍‌ଶ୍ରୀ ଜବାହାର ନବୋଦୟ ବିଦ୍ୟାଳୟରେ ଦୂଷିତ ପାଣି ବ୍ୟବହାର କରି ଜଣ୍ଡିସ ଆକ୍ରାନ୍ତ ଘଟଣାରେ ପ୍ରିନ୍ସିପଲ ଡ. କବିତା କର ନିଲମ୍ବିତ ହୋଇଛନ୍ତି। କର୍ତ୍ତବ୍ୟରେ ଅବହେଳା ପାଇଁ…

ଅଧରାତିରେ ୯ ମହଲାରୁ ଡେଇଁଲେ ୩ ଭଉଣୀ: କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୪।୨: ଉତ୍ତର ପ୍ରଦେଶର ଗାଜିଆବାଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତିନି ଜଣ ନାବାଳିକା ଭଉଣୀ ଏକ କୋଠାର ୯ମ ମହଲାରୁ ଡେଇଁ ପଡ଼ି ମୃତ୍ୟୁବରଣ କରିଛନ୍ତି। କୁହାଯାଉଛି ଯେ, ସେମାନେ ଅନଲାଇନ…

ବସ୍ତାରେ ଗୋମାଂସ ଆଣୁଥିବା ସମୟରେ ମାଡ଼ିବସିଲା ପୋଲିସ

ମୋରଡ଼ା/ରାସଗୋବିନ୍ଦପୁର,୪ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ଗୋ ମାଂସ ଚାଲାଣ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ପୋଲିସ ମଙ୍ଗଳବାର ୨ଜଣଙ୍କୁ ଥାନାରେ ଅଟକ ରଖି ପଚାରାଉଚୁରା କରୁଛି। ଏନେଇ ଥାନାରେ ଏକ ମାମଲା(ନଂ.୪୪/୨୬) ରୁଜୁ ହୋଇଛି। ଅଟକ…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା ଆଲୋଚନା ହେଉଛି। ନାଗରିକର ପ୍ରିଭେସି ବା ଅନ୍ତରଙ୍ଗ ତଥ୍ୟ ଆଦାନପ୍ରଦାନରେ ସୁରକ୍ଷା ରହିବା…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…

ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋର ଦୁଇଟି ବିମାନର ଡେଣା ପରସ୍ପର ସହ ଧକ୍କା ହୋଇଛି। ତେବେ…

ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା

କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର ରାଜଧାନୀ କଲିକତାରେ ମଧ୍ୟ ମୃଦୁ କମ୍ପନ ଅନୁଭୂତ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳର ନେତା ଭାବେ ୟୁମନାମ୍‌ ଖେମଚାନ୍ଦ ସିଂହଙ୍କୁ ନିର୍ବାଚିତ କରାଯାଇଛି। ଫଳରେ…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି। କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ବାଚସ୍ପତି: ୮ ଏମ୍‌ପିଙ୍କୁ ସଂସଦରୁ କଲେ ନିଲମ୍ବନ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୨: ଲୋକସଭା କାର୍ଯ୍ୟକାଳ ମଧ୍ୟରେ ମଙ୍ଗଳବାର ଏକ ବଡ଼ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। କିଛି ବିରୋଧୀ ଏମ୍‌ପି ଦୁଇଥର ବାଚସ୍ପତିଙ୍କ ଚୌକି ଆଡ଼କୁ କାଗଜ ଫିଙ୍ଗିଥିଲେ। ଏହି ଏମ୍‌ପିମାନଙ୍କ ମଧ୍ୟରେ ଅମରିନ୍ଦର ସିଂ ରାଜା ୱାରିଂ, ହିବି ଏଡେନ, ମାଣିକମ ଟାଗୋର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri