ମାସ୍କ ନ ପିନ୍ଧିଲେ ୧ ହଜାର ଟଙ୍କା ଜରିମାନା

ଛତ୍ରପୁର,୫ା୪(ଡି.ଏନ୍‌.ଏ.)-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି। ଏପରି ସ୍ଥିତିରେ ଗଞ୍ଜାମ ଜିଲାରେ ଶନିବାରଠାରୁ ଆଶିଂକ ଶଟଡାଉନ୍‌ ଲାଗୁ କରାଯାଇଛି। ଅର୍ଥାତ୍‌ ପ୍ରତ୍ୟେହ ମଧ୍ୟାହ୍ନ ୧୨ଟାରୁ ପରଦିନ ସକାଳ ୭ଟା ପର୍ଯ୍ୟନ୍ତ ଜିଲା ଶର୍ଟଡାଉନ୍‌ରେ ରହିବ। ଏହି ସମୟ ମଧ୍ୟରେ ବାହାରେ ବୁଲୁଥିବା ଯେ କୌଣସି ଲୋକଙ୍କୁ ପୋଲିସ ଥାନାକୁ ଉଠାଇ ଆଣିବ। ସେମାନଙ୍କୁ ବାଧ୍ୟତାମୂଳକ ଭାବେ କ୍ୱାରାଣ୍ଟାଇନରେ ରଖାଯିବ। ସେହିପରି ଧାର୍ଯ୍ୟ ହୋଇଥିବା ସମୟରେ ବାହାରକୁ ବାହାରିବା ବେଳେ ମାସ୍କ ନ ପିନ୍ଧିଥିଲେ ଜରିମାନା ଆଦାୟ କରାଯିବ। ସହରାଞ୍ଚଳରେ ଏ ବାବଦରେ ୧ ହଜାର ଟଙ୍କା ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ ବୋଲି ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ରବିବାର ସାରେ ନିର୍ଦ୍ଦେଶନାମା ଜାରି କରିଛନ୍ତି। ମାସ୍କ ନ ଥିଲେ କଟନ କପଡା, ରୁମାଲ ଆଦି ମୁଁହରେ ବାନ୍ଧିବାକୁ ଜ଼ିଲାପାଳ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର,୩।୫: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri