ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସୁଦ୍ଧା ୩୯ରେ ପହଞ୍ଚିଥିବା ବେଳେ ଭୁବନେଶ୍ୱରର ୩୨ ଜଣ ଅଛନ୍ତି। ଏଥିରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଛନ୍ତି। ବାକି ୩୦ କରୋନା ପଜିଟିଭ୍‌ଙ୍କର ଚିକିତ୍ସା ଚାଲିଛି। ସେଥିରୁ ଅଧିକାଂଶ ସୂର୍ଯ୍ୟନଗର ଓ ବମିଖାଲ ଅଞ୍ଚଳର। ପ୍ରାୟ ବମିଖାଲର ସମସ୍ତ ପଜିଟିଭ୍‌ ଗୋଟିଏ ପରିବାରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କରାଯାଇଥିବା ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟନଗର ଓ ବମିଖାଲ ଅଞ୍ଚଳକୁ ସିଲ୍‌କରି ସର୍ଭେଲାନ୍ସରେ ରଖାଯାଇଛି। ଲୋକେ ଆତଙ୍କିତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ହେବେ ଓଡ଼ିଶାର ସଙ୍ଗମ କୁମାର ସାହୁ

କଟକ,୧୯ା୧୨: ସୁପ୍ରିମକୋର୍ଟ କଲେଜିୟମ୍ ଓଡିଶା ହାଇକୋର୍ଟ ବିଚାରପତି ସଙ୍ଗମ କୁମାର ସାହୁଙ୍କୁ ପାଟଣା ହାଇକୋର୍ଟ ମୁଖ୍ୟବିଚାରପତି ନିଯୁକ୍ତ ଦେବା ପାଇଁ ଗୁରୁବାର ସୁପାରିଶ କରିଛି। ମୁଖ୍ୟ...

ମହିଳାଙ୍କୁ ଯୌନ ଉତ୍ପୀଡନ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri