ଧାନକିଣାର ଦୁର୍ନିତୀ, ଜିଲାପାଳଙ୍କ କାର୍ଯ୍ଯାଳୟରେ ଧସେଇ ପଶିଲା ନବନିର୍ମାଣ କୃଷକ ସଂଗଠନ

ଖୋର୍ଦ୍ଧା,୨୩।୨: (ପ୍ରଭାତ ପାଣିଗ୍ରାହୀ) ଖୋର୍ଦ୍ଧା ଜିଲାରେ ଚାଲିଥିବା ଧାନକିଣାରେ ଚରମ ଅବ୍ୟବସ୍ଥା ନେଇ ପ୍ରତିବାଦ କରିଛି ନବନିର୍ମାଣ କୃଷକ ସଂଗଠନ । ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିଛନ୍ତି । ଜିଲା ପ୍ରଶାସନ, ଯୋଗାଣ, ମିଲର,…

କମବ୍ୟାକ କରିବେ Sanju Samson?ଅଭିଷେକ-ତିଲକ ଫ୍ଲପ ହେବା ପରେ କୋଚ ଦେଲେ…

ନୂଆଦିଲ୍ଲୀ,୨୩।୨: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୭୬ ରନର ଲଜ୍ଜିତ ପରାଜୟ ଟିମ ଇଣ୍ଡିଆର ଟେନସନକୁ ବୃଦ୍ଧି କରିଛି। ଏହି ପରାଜୟ ସହିତ ୨୦୨୬ ଟି୨୦ ବିଶ୍ୱକପରେ ଭାରତର ବିଜୟ…

ଫାଇନାଲରେ କେଉଁ ଟିମ ସହ ଖେଳିବ ଭାରତ? ରାହୁଲ ଦ୍ରାଭିଡ଼ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୨: ୨୦୨୪ ଟି-୨୦ ବିଶ୍ୱକପ ଟାଇଟଲ ଜିତିଥିବା ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଏକ ସାହସିକ ଭବିଷ୍ୟବାଣୀ କରିଛନ୍ତି। ତାଙ୍କର ବିଶ୍ୱାସ ଯେ ଜିମ୍ବାୱେ…

ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୨: ସୋମବାର ଗୃହରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପ୍ରତି ଖାଦ୍ୟର ମାନକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ତାରା କହିଛନ୍ତି, ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଛି। ଅପମିଶ୍ରିତ…

ଗୁରୁତର ଅଭିଯୋଗ, ୟୁନୁସଙ୍କ ପୋଲ୍‌ ଖୋଲିଲେ ବାଂଲାଦେଶ ରାଷ୍ଟ୍ରପତି, କହିଲେ…

ଢାକା,୨୩।୨: ବାଂଲାଦେଶରେ ସରକାର ପରିବର୍ତ୍ତନ ପରେ ଏକ ଆଶ୍ଚର୍ଯ୍ୟଜନକ କଥା ହୋଇଛି। ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଏପରି ବୟାନ ଦେଇଛନ୍ତି ଯାହା ରାଜନୈତିକ ଝଡ଼ ସୃଷ୍ଟି କରିପାରେ। ସେ ପୂର୍ବତନ ମୁଖ୍ୟ ପରାମର୍ଶଦାତା ମହମ୍ମଦ…

ଭୁବନେଶ୍ୱର କୋର୍ଟ ସାମ୍ମାରେ ଦୁର୍ଘଟଣା, ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା ଇନୋଭା

ଭୁବନେଶ୍ବର,୨୩।୨: ରାଜଧାନୀ ଭୁବନେଶ୍ବରରେ ସଡ଼କ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢି଼ଗଲା କାର୍ । ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଏହି ଦୁର୍ଘଟଣା ହୋଇଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ…

ଡାଟା ସେଣ୍ଟର ନୁହେଁ ଏଆଇ

ନୂଆଦିଲ୍ଲୀରେ ୬ ଦିନ ଧରି ଚାଲିଥିବା ଏଆଇ ଇମ୍ପାକ୍ଟ ସମିଟ୍‌ ୨୦୨୬ ଉଦ୍‌ଯାପିତ ହୋଇଯାଇଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା କୃତ୍ରିମ ବୁଦ୍ଧିମତ୍ତାର ପ୍ରଭାବ ଉପରେ ଦିଲ୍ଲୀ ଘୋଷଣାନାମା ୨୧ ଫେବୃଆରୀରେ ଗୃହୀତ ହୋଇଛି। ଆମେରିକା, ବ୍ରିଟେନ୍‌, ଚାଇନା ଓ ଫ୍ରାନ୍ସ…

ବଙ୍ଗୋପସାଗରରେ ଲଘୁଚାପ: ଆଜିଠୁ ବର୍ଷା, ୪୮ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର, ୨୩ା୨(ବନ୍ଦନା ସେଠୀ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହା ପ୍ରଥମେ ପଶ୍ଚିମ-ଉତ୍ତରପଶ୍ଚିମ ଓ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଉତ୍ତର-ପୂର୍ବ ଆଡକୁ ଗତି କରିବ। ଏହା…

ଭାରତ-ଆମେରିକା ଟ୍ରେଡ୍‌ ଡିଲ୍‌: ଟାରିଫ୍‌ ଦ୍ୱନ୍ଦ୍ୱ, ଆଲୋଚନା ସ୍ଥଗିତ

ନୂଆଦିଲ୍ଲୀ/ ଓ୍ବାଶିଂଟନ୍‌, ୨୩ା୨ (ରଏଟର୍ସ/ଏଜେନ୍ସି):ଭାରତ ଓ ଆମେରିକା ମଧ୍ୟରେ ଓ୍ବାଶିଂଟନ୍‌ରେ ସୋମବାରଠାରୁ ୩ ଦିନ ଧରି ଅନ୍ତରୀଣ ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଆଲୋଚନା କରାଯିବା ନେଇ ପୂର୍ବରୁ ସ୍ଥିର କରାଯାଇଥିଲା। ଉକ୍ତ ବୈଠକରେ ଯୋଗଦେବା ପାଇଁ ଭାରତରୁ ଏକ ଉଚ୍ଚସ୍ତରୀୟ…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ ଲକ୍ଷ୍ୟ ଛିଡ଼ା କରିଛି ଦକ୍ଷିଣ ଆଫ୍ରିକା। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ କହିଛନ୍ତି ଅଧିନାୟକ ସୂର୍ଯ୍ୟକୁମାର ଯାଦବ। ଅନ୍ୟପକ୍ଷରେ ବଡ଼ ସ୍କୋର ନେଇ ଆଶା ପ୍ରକଟ…

ଇରାନ ଉପରେ ଏହି ଦିନ ଆକ୍ରମଣ କରିବ ଆମେରିକା, ପୂର୍ବତନ CIA ଅଧିକାରୀ କହିଲେ…

ତେହରାନ,୨୨ା୨: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଶୀର୍ଷରେ ପହଞ୍ଚିଛି। ଟ୍ରମ୍ପଙ୍କ ଧମକ ପରେ ଇରାନ ଏହାର ଜାତିସଂଘ ମିଶନ ମାଧ୍ୟମରେ ଏକ ଚେତାବନୀ ଜାରି କରିଛି, ଯେଉଁଥିରେ କୁହାଯାଇଛି, ଯଦି ଆକ୍ରମଣ ହୁଏ, ତେବେ ତେହରାନ ମଧ୍ୟପ୍ରାଚ୍ୟରେ ଥିବା ଆମେରିକୀୟ…

ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କଲେ ମୋଦୀ, ମନ୍ କି ବାତ୍‌ରେ ଚାଷଶୈଳୀର…

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୧୩୧ ତମ ‘ମନ୍ କି ବାତ୍’ ଜରିଆରେ ଦେଶବାସୀଙ୍କୁ ମନର କଥା କହିଛନ୍ତି । ଏହି ସମୟରେ ସେ ଓଡ଼ିଶାର ଯୁବ ଚାଷୀ ହିରୋଦ ପଟେଲଙ୍କୁ ପ୍ରଶଂସା କରିଥିଲେ । ତାଙ୍କର ଚାଷଶୈଳୀର ଉଦାହରଣ ଦେଇଥିଲେ…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ ରେକର୍ଡିଂ କରି ଭାଇରାଲ କରିବାକୁ ଧମକ ଦେଇଥିବା ନେଇ ଜଣାପଡିଛି । ଅଭିଯୋଗ…

୪୪,୨୦୦ କୋଟିର ୧୦ ପ୍ରକଳ୍ପକୁ ଏଚ୍‌ଏଲ୍‌ସିଏରେ ମଞ୍ଜୁରୀ, ସୃଷ୍ଟିହେବ ୯ ହଜାର ନିଯୁକ୍ତି

ଭୁବନେଶ୍ୱର,୨୨।୨ (ଅନୁରାଧା ମହାରାଣା): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଶନିବାର ଲୋକସେବା ଭବନଠାରେ ୪୪ତମ ହାଇ ଲେଭଲ କ୍ଲିୟରାନ୍ସ ଅଥରିଟି(ଏଚ୍‌ଏଲ୍‌ସିଏ) ବୈଠକରେ ୪୪,୨୦୦ କୋଟି ଟଙ୍କାର ୧୦ଟି ପ୍ରକଳ୍ପକୁ ମଞ୍ଜୁରୀ ମିଳିଛି । ରାଜ୍ୟର ୮ ଜିଲାରେ ଏହି ୧୦…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ ଗାଁ ନିକଟସ୍ଥ ଜଙ୍ଗଲରେ। ଅଡବା ପୋଲିସ ବିଶେଷ ସୂତ୍ରରୁ ଖବର ପାଇ ପିଲିପାଜୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୧ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୨୦ ଫେବୃଆରୀ, ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri