Posted inଖେଳ

ଫୁଟ୍‌ବଲ ଟିମ୍‌ ଡାକ୍ତରଙ୍କ ଆତ୍ମହତ୍ୟା

ପ୍ୟାରିସ, ୭ା୪ (ଏପି)-କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହେବାପରେ ଫ୍ରେଞ୍ଚ୍‌ ଫୁଟ୍‌ବଲ କ୍ଲବ ରିମ୍‌ର ଜଣେ ଡାକ୍ତର ଆତ୍ମହତ୍ୟା କରିଛନ୍ତି। ସ୍ଥାନୀୟ ମେୟର ଆର୍ନଡ ରୋବିନେଟ୍‌ ଲି’ ପ୍ୟାରିସିନ୍‌ ଏହି ସୂଚନା ଦେଇଛନ୍ତି। ଡାକ୍ତର ବର୍ନାଡୋ ଗୋଞ୍ଜାଲେଜ୍‌ ୧୪ ଦିନିିଆ ଆଇସୋଲେଶନରେ ଥିଲେ। କୋଭିଡ୍‌-୧୯ ଟେଷ୍ଟରେ ତାଙ୍କର ପଜିଟିଭ୍‌ ଆସିବା ପରେ ସେ ରବିବାର ଆତ୍ମହତ୍ୟା କରିଥିଲେ। ତାଙ୍କୁ ୬୦ବର୍ଷ ହୋଇଥିଲା। କ୍ଲବ ସହିତ ସେ ଦୀର୍ଘ ୨୩ବର୍ଷ ହେଲା ଜଡ଼ିତ ଥିଲେ। ସେ ଜଣେ ମେଳାପି ଲୋକ ଥିଲେ। ସେ ମଧ୍ୟ ଜଣେ ଆର୍ଟିଷ୍ଟ ଥିଲେ। କ୍ଲବରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ। ଫ୍ରେଞ୍ଚ୍‌ ସରକାରଙ୍କ କହିବା ଅନୁସାରେ ଦେଶରେ ବର୍ତ୍ତମାନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦,୪୭୮ରେ ପହଞ୍ଚତ୍ଛି। ସେମାନଙ୍କ ମଧ୍ୟରୁ ୮,୦୦୦ ଜଣଙ୍କ ଅବସ୍ଥା ସଂକଟଜନକ। ୧୬,୦୦୦ରୁ ଊର୍ଦ୍ଧ୍ୱ ଆରୋଗ୍ୟ ଲାଭ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri