ମାର୍ଚ୍ଚରେ ସର୍ଭିସ ସେକ୍ଟର ଗତିବିଧି ୮ ପଏଣ୍ଟ ହ୍ରାସ ଘଟିଛି। ଆଇଏଚ୍ଏସ୍ ମାର୍କିଟ ଇଣ୍ଡିଆର ସର୍ଭିସେସ ବିଜନେସ ଆକ୍ଟିଭିଟି ଇଣ୍ଡେକ୍ସ (ସିର୍ଭିସେସ ପିଏମ୍ଆଇ) ମାର୍ଚ୍ଚରେ ୪୯.୩% ରହିଛି। ଫେବୃୟାରୀରେ ଏହା ୫୭.୫% ରହିଥିଲା। କରୋନା ଭାଇରସ ପ୍ରଭାବ ଯୋଗୁ ସେବା କ୍ଷେତ୍ର କାର୍ଯ୍ୟକଳାପରେ ଏଭଳି ହ୍ରାସ ପରିଲକ୍ଷିତ ହୋଇଛି। ଆଇଏଚ୍ଏସ୍ ମାର୍କିଟର ଅର୍ଥନୀତିଜ୍ଞ ଜଏ ହେୟଜ କହିଛନ୍ତି ଯେ, କରୋନା ଯୋଗୁ ସେବା କ୍ଷେତ୍ର କେତେ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି ସେ ନେଇ ଏବେ କିଛି ଠିକ୍ ଭାବେ ଆକଳନ କରାଯାଇ ପାରିବ ନାହିଁ। ଗତ ୬ ମାସ ମଧ୍ୟରେ ସର୍ଭିସ ପ୍ରଦାନ କରୁଥିବା ସଂସ୍ଥାଙ୍କ ଅର୍ଡରରେ ପ୍ରଥମଥର ଲାଗି ହ୍ରାସ ଘଟିଥିବା ଜଣାପଡିଛି। ଚାହିଦା କମିବା ଯୋଗୁ ଅର୍ଡରରେ ମଧ୍ୟ ପ୍ରଭାବ ପରିଲକ୍ଷିତ ହୋଇଥିବା କୁହାଯାଇଛି।
ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…
ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...
ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା
ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...
ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା
ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...
ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...
Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..
ନୂଆଦିଲ୍ଲୀ,୨୬।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...
୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?
ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...
Post Officeର ଏହି ସ୍କିମ୍ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି
ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...
Archives


