ମାସ୍କ ପିନ୍ଧି ନ ଥିବା ବ୍ୟକ୍ତିଙ୍କୁ ଜରିମାନା କଲେ ବିଡିଓ: ଧରାପଡ଼ିଲେ ଖବରଦାତା, ପୋଲିସ, ସରକାରୀ କର୍ମଚାରୀ

ଛତ୍ରପୁର, ୭ା୪(ଡି.ଏନ୍‌.ଏ.)- ଛତ୍ରପୁର ବିଡ଼ିଓ ଅମ୍ବିକା ପ୍ରସାଦ ଦାଶ ମଙ୍ଗଳବାର ଲାଠି ଧରି ମାସ୍କ ପିନ୍ଧି ନ ଥିବା ବ୍ୟକ୍ତି ଓ ବାଇକ ଚାଳକଙ୍କ ଠାରୁ ଜରିମାନା ଆଦାୟ କରିବା ସହ ବାଇକ ଜବତ କରିଛନ୍ତି। ବ୍ରହ୍ମପୁରର ଜଣେ ଖବରଦାତା, ବ୍ଲକ କାର୍ଯ୍ୟାଳୟର ଚାଳକ, ଏସ୍‌ପି ଅଫିସର କନଷ୍ଟେବଳଙ୍କ ଠାରୁ ବିଡ଼ିଓ ଜରିମାନା ଆଦାୟ କରିଥିଲେ। ମାସ୍କ ପିନ୍ଧି ନ ଥିଲେ ସହରାଞ୍ଚଳରେ ୧ ହଜାର ଓ ଗ୍ରାମାଞ୍ଚଳରେ ୫୦୦ ଟଙ୍କା ଜରିମାନା ଆଦାୟ କରିବାକୁ ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶନାମା ଜାରି କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଛତ୍ରପୁର ତହସିଲଦାର ନୀଳମାଧବ ଭୋଇ, ଅତିରିକ୍ତ ତହସିଲଦାର ଜସ୍ମିନ ପ୍ରଧାନ, ଏନ୍‌ଏସି ନିର୍ବାହୀ ଅଧିକାରୀ ବିକ୍ରମ ଦୋରା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ

ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...

ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା

ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...

ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ

ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri