ସାନିଟାଇଜ ହେଲା କେନ୍ଦୁଝର ମୁଖ୍ୟ ଡାକଘର

କେନ୍ଦୁଝର,୭ା୪(ଡିଏନ୍‌ଏ): କେନ୍ଦୁଝର ମୁଖ୍ୟ ଡାକଘର ପରିସରକୁ ଅଗ୍ନିଶମ ବିଭାଗ ତରଫରୁ ସାନିଟାଇଜ୍‌ କରାଯାଇଛି। ଲୋକଙ୍କୁ କରୋନା ସଂକ୍ରମଣରୁ ରକ୍ଷା କରିବା ପାଇଁ ମୁଖ୍ୟ ଡାକଘର ସମେତ ସହରର ପ୍ରମୁଖ ରାସ୍ତା ଓ କାର୍ଯ୍ୟାଳୟକୁ ରାସାୟନିକ ପାଣି ପକାଇ ବିଶୋଧନ କରାଯାଉଛି। ଅଗ୍ନିଶମ ବିଭାଗର ଅଧିକାରୀ ଓ କର୍ମଚାରୀ ଏହି କାର୍ଯ୍ୟରେ ସାମିଲ ହୋଇଥିଲେ। ଆଗାମୀ ଦିନରେ ସହରର ମୁଖ୍ୟ ସ୍ଥାନ ସମେତ ସମସ୍ତ ପ୍ରମୁଖ ରାସ୍ତା ଓ କାର୍ଯ୍ୟାଳୟକୁ ବିଶୋଧନ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

ଅତିରିକ୍ତ ତହସିଲଦାରଙ୍କ ଅମାପ ସମ୍ପତ୍ତି: ଘରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା ସାଙ୍ଗକୁ ସୁନା, ଦେଖିକି ଭିଜିଲାନ୍ସ ତାଜୁବ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): କଟକ ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ କଟକ ଭିଜିଲାନ୍ସ ସେଲ ଚଢ଼ାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ...

ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ନୂଆ ଟୁଇଷ୍ଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଅର୍ପିତା କଲେ…

ଭୁବନେଶ୍ୱର,୩୦।୧୨: ହ୍ୟୁମାନ ସାଗର ମୃତ୍ୟୁ ମାମଲା ଥମିବାର ନାଁ ଧରୁନାହିଁ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ ହାଇକୋର୍ଟଙ୍କ...

ମଥୁରାନଗରୀକୁ ଆସୁଛନ୍ତି ମୁଖ୍ୟମନ୍ତ୍ରୀ, ଏହି ସମୟରେ ଦେଖିବେ ଧନୁଯାତ୍ରା ମହୋତ୍ସବ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

ଥାନାରେ ପହଞ୍ଚି ନିଶା ବେପାରୀଙ୍କୁ ଦଣ୍ଡ ଦେଲେ କଂସ ମହାରାଜ: କାନ ଧରି ଉଠ ବସ ହେଲେ…

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

PEOଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ହାଟଡିହୀ/ବଞ୍ଚୋ,୩୦।୧୨(ଶୁଭକାନ୍ତ ନାୟକ/ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ବସନ୍ତିଆସ୍ଥିତ ଘର ଓ ପତ୍ନୀଙ୍କ ନାମରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri