ଗଞ୍ଜାମରେ ସମସ୍ତ ଘରକୁ ଯାଇ ସ୍ବାସ୍ଥ୍ୟାବସ୍ଥା ବୁଝିବ ଟିମ୍‌

ଛତ୍ରପୁର, ୮ା୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ସମସ୍ତ ଘରକୁ ଘର ଯାଇ ପରିବାରର ସମସ୍ତ ସଦସ୍ୟଙ୍କ ସ୍ବାସ୍ଥାବସ୍ଥା ଏକ ଟିମ୍‌ ପଚାରି ବୁଝିବ। କରୋନା ଜନିତ ଲକ୍ଷଣ ଦେଖାଗଲେ ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗକୁ ଉକ୍ତ ଟିମ୍‌ ଜଣାଇବେ। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଆଣି ଚିକିତ୍ସା କରାଯିବ। ଏହି ଟିମ୍‌ରେ ସ୍ଥାନୀୟ ସ୍କୁଲ ଶିକ୍ଷକ, ଅଙ୍ଗନଓ୍ବାଡି କର୍ମୀ, ସହାୟିକା ରହିବେ। ବୁଧବାର ଛତ୍ରପୁରଠାରେ ସମସ୍ତ ୨୨ ବ୍ଲକ ସହ ଭିଡିଓ କନ୍‌ଫରେନ୍ସିଂରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ବୈଠକରେ ଅତିରିକ୍ତ ଜିଲାପାଳ କବୀନ୍ଦ୍ର ସାହୁ ଓ ଅମୀୟ ସାହୁ, ଉପଜିଲାପାଳ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ଆସନ୍ତା ୨୭-୨୮ରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ: ସମ୍ମାନୀତ ହେବେ…ଯୋଗ ଦେବେ ବଲିଉଡ ସହ…

କେସିଙ୍ଗା,୨୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ସଭାପତି ସୁଶାନ୍ତ କୁମାର ମହାପାତ୍ରଙ୍କ ନେତୃତ୍ୱରେ ବିଏସ୍‌ଏ କାର୍ଯ୍ୟାଳୟ ପରିସରରେ ବୁଧବାର ସାରେ ଏକ...

‘ଲୋକେ ସଚେତନ ହେଲେ ଲୋପ ପାଇବ କୁସଂସ୍କାର’; ୩୬ତମ ବାର୍ଷିକ ଉତ୍ସବରେ…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସରସତୀ ଶିଶୁ ବିଦ୍ୟା ମନ୍ଦିର (ଡିହପଢାଳ) ର ୩୬ ତମ ବାର୍ଷିକ ଉତ୍ସବ ମଙ୍ଗଳବାର ସାଂରେ ପାଳିତ ହୋଇଯାଇଛି।...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ବଢୁଛି କୃଷି ଉତ୍ପାଦନ: କୃଷକ ଉତ୍ପାଦକ ସଂଘ କ୍ଷେତ୍ର ପରିଦର୍ଶନ କରି…

ଭଞ୍ଜନଗର,୨୪।୧୨(ବାବୁଲା ପ୍ରଧାନ)- କୃଷି ଓ କୃଷକଙ୍କ ଉନ୍ନତି ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ନୂଆ ନୂଆ ପଦକ୍ଷେପ ନେଉଛନ୍ତି। ଯୁବଚାଷୀଙ୍କୁ କୃଷି କ୍ଷେତ୍ର...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri