କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ବିଦେଶୀ ସଂସ୍ଥା ଦ୍ୱାରା ପରିଚାଳିତ ଏହି କୁଷ୍ଠାଶ୍ରମ ସମ୍ପୃକ୍ତ ସଂସ୍ଥା ଫେରିଯିବା ପରେ କୁଷ୍ଠ ରୋଗୀଙ୍କ ପରିବାର ଅବହେଳିତ ହୋଇ ପଡିରହିଛନ୍ତି। ଏହି ଅବସରରେ ଟିଟିଲାଗଡ ଉପଜିଲାପାଳ ସୁଧାକର ନାୟକ, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀ ଡା. ସୁଜାତାରାଣୀ ମିଶ୍ର ଉପସ୍ଥିତ ରହି ସ୍ବେଚ୍ଛାସେବୀଙ୍କୁ ଉତ୍ସାହିତ ସହ ଅନ୍ତେବାସୀଙ୍କୁ ସଚେତନ କରିଥିଲେ। ସଂଗଠନ ପକ୍ଷରୁ ସଭିଙ୍କୁ ହାତ ଧୁଆ ତାଲିମ ପ୍ରଦାନ ସହ ସାବୁନ ପ୍ରଦାନ କରାଯାଇଥିଲା। ସଂଗଠନର ସଦସ୍ୟା ରଞ୍ଜୁ ରାଏମନ, ମଞ୍ଜୁ ତାଣ୍ଡି, ସିପ୍ରାଦେବୀ ଜାଲ, ଶଗଡଘାଟ ସରପଞ୍ଚ ଅଲିତା ସାହୁ, ଉତ୍ତମ ନାଗ, ଦିବ୍ୟ କୁମ୍ଭାର, ରଞ୍ଜିତ ଜାଲ, ଦିପକ ବେହେରା, ଭକ୍ତି କୁମ୍ଭାର, କୈଲାସ ସୁନା, ବକୁଲ ମହାନନ୍ଦ, ସଦା ନାଗ ପ୍ରମୁଖ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

ପ୍ରାର୍ଥତ୍ପତ୍ର ଦାଖଲ ନ କରି ଫେରିଗଲେ ନଳିନୀକାନ୍ତ

ଆଠମଲ୍ଲିକ, ୩ା୫(ଉଦୀପ୍ତ ପୁରୋହିତ)/ ଅନୁଗୋଳ (ଅମିତ କୁମାର ସାମଲ):ଅନୁଗୋଳ ଜିଲା ଆଠମଲ୍ଲିକ ବିଜେଡି ବିଧାୟକ ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନ ଗୁରୁବାର ପ୍ରାର୍ଥିପତ୍ର ଦାଖଲ ପାଇଁ ବିରାଟ...

ଫେସ୍‌ବୁକ୍‌ରେ ପୁତନା ବଧ ଶେୟାର କରି ଜେଲ୍‌ ଗଲେ ଯୁବକ

ନୟାଗଡ଼,୩ା୫(ଲୋକନାଥ ମିଶ୍ର):ଫେସ୍‌ବୁକ୍‌ର ଆମ ପାଇଁ ବଡ଼ ଆମ ନୟାଗଡ଼ ଚ୍ୟାନେଲରେ ପୁତନା ବଧ ଫଟୋ ଶେୟାର କରି ନୟାଗଡ଼ ସଦର ଥାନା ହରିପୁର ଗଁାର ରମାକାନ୍ତ...

ନାମାଙ୍କନପତ୍ର ଦାଖଲ କଲେ ଦୀପାଳି

ଭୁବନେଶ୍ୱର,୩।୫: ଝାରସୁଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଶନିବାର ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସରବାହଲରୁ ବହୁ ସମର୍ଥକଙ୍କୁ ନେଇ ବିରାଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri