ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ ଡାକ୍ତରଖାନା ପାଚେରିକୁ ଧକ୍କା ଦେଇଥିଲା। ଏଥିରେ ପାଚେରି ସହ ଡାକ୍ତରଖାନା ଫାଟକ ଭାଙ୍ଗିଯାଇଛି। ରାତି ପ୍ରାୟ ସାଢେ ୨ଟାରେ ଟ୍ରକ୍‌(ନଂ. ଓଡି୩୫ଡି-୧୧୧୭)ଟି ପାଚେରିକୁ ଧକ୍କା ଦେଇ ଚିକିତ୍ସାଳୟ ଭିତରକୁ ପଶି ଯାଇଥିଲା। ଶବ୍ଦ ଶୁଣି ବାହାରକୁ ଆସିବା ପରେ ଡାକ୍ତର ସୁମନ୍ତ ପଟେଲ ଘଟଣା ସମ୍ପର୍କରେ ଅବଗତ ହେବା ସହ ଥାନାକୁ ଖବର ଦେଇଥିଲେ। ପୋଲିସ ନଂ. ୫୭/୨୦ରେ ମାମଲା ରୁଜୁ କରି ଚାଳକଙ୍କୁ ଅଟକ ରଖିଛି। ପରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ ଡାକ୍ତରଖାନାରେ ପହଞ୍ଚିଥିଲେ। ତାଙ୍କ ଉପସ୍ଥିତିରେ ପୋଲିସ, ପ୍ରଶାସନ ଓ ସମ୍ପୃକ୍ତ କମ୍ପାନୀ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ନୂତନ ପାଚେରି ସହ ଫାଟକ ନିର୍ମାଣ ପାଇଁ କମ୍ପାନୀ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିବା ଆଇଆଇସି ପ୍ରଭାତ ତ୍ରିପାଠୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ରବିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri