ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ ମଠ ଦଧିନଉତି ଖସି ପଡ଼ିଥିଲା। ଏଥିସହିତ ବଜ୍ରପାତ ଏତେ କ୍ଷୀପ୍ର ଥିଲା ଯେ, ମଠର ଉପର ଝିକର ସବୁ ଭାଙ୍ଗି ତଳେ ପଡ଼ିଯାଇଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ଏହି ପ୍ରାଚୀନ ମଠଟି ପ୍ରାୟ ୨୦୦ବର୍ଷର ବୋଲି ସାହିର ବୟୋଜ୍ୟେଷ୍ଠମାନେ କହିଛନ୍ତି। ଦଧିନଉତି ଖସିବା ସମୟରେ ସୌଭାଗ୍ୟବଶତଃ ସେଠାରେ କେହି ଲୋକ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

ମୁମ୍ବାଇ ଇଣ୍ଡିଆନ୍ସ ଲଞ୍ଚ କଲା ନୂଆ ଜର୍ସି, ଗତ ସିଜନଠାରୁ କେତେ ଭିନ୍ନ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ମୁମ୍ବାଇ ଇଣ୍ଡିଆନ୍ସ ମହିଳା ପ୍ରିମିୟର ଲିଗ ୨୦୨୬ ପାଇଁ ସେମାନଙ୍କର ନୂତନ ଜର୍ସି ଉନ୍ମୋଚନ କରିଛି। ଦଳଟି ସେମାନଙ୍କର ଅଫିସିଆଲ ସୋସିଆଲ ମିଡିଆରେ ଏକ...

ଭୟଙ୍କର ଦୁର୍ଘଟଣା ବାଇକ୍‌କୁ ଘୋଷାଡି ନେଲା ବସ୍‌: ଚକା ତଳେ ଗଲା ୩ ଜୀବନ

ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...

ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ

ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...

ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍‌

ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...

ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…

ପୁରୀ,୨।୧(ଅଜିତ୍‌ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...

ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri