ଖଜୁରିପଡା,୯ା୪(ଡି.ଏନ.ଏ.)- ଫୁଲବାଣୀରୁ ବୌଦ୍ଧ ଜିଲାକୁ ସଂଯୋଗ ଜାତୀୟ ରାଜପଥ କଡ଼ ଠାରୁ ରାଣୀପଥର ଗ୍ରାମ ଦେଇ ଭାଲିଆପଡା ଅରାପାଜୁକୁ ସଂଯୋଗ ହୋଇଥିବା ବନବିଭାଗ ରାସ୍ତା ଗୁରୁବାର ସିଲ୍ କରାଯାଇଛି। ଲକ୍ଡାଉନ ପରେ ଆସି ବଲାଙ୍ଗୀର ଓ ରେଢ଼ାଖୋଲରେ ଅଟକି ରହିଥିବା ଶ୍ରମିକ ଚାଲି ଚାଲି ଆସି ଚାରିଛକ ଓ ରାଣୀପଥରରେ ପହଞ୍ଚୁଛନ୍ତି। ସମ୍ପର୍କୀୟଙ୍କୁ ଫୋନ୍ କରି ଡକାଇ ସେଠାରୁ ଗାଡିମୋଟର ଯୋଗେ ଗଁାକୁ ଯାଉଛନ୍ତି। ଫଳରେ ଏହି ରାସ୍ତାରେ ଗ୍ରାମବାସୀ ବାଡ଼ ପକାଇ ଦେଇଥିଲେ। କିନ୍ତୁ ବନବିଭାଗ ଚାପ ପକାଇବା ପରେ ଗ୍ରାମବାସୀ ବାଧ୍ୟହୋଇ ବାଡ ଭାଙ୍ଗିବା ସହ ଜିଲାପାଳଙ୍କୁ ଜଣାଇଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଖଜୁରିପଡା ତହସିଲଦାର ସ୍ବପ୍ନିତା ନାୟକ ଆର୍ଆଇ ସୁନୀଲ ଦିଗାଲଙ୍କୁ ପଠାଇ ତଦନ୍ତ କରି ରିପୋର୍ଟ ଦେଇଥିଲେ। ଏସ୍ଡ଼ିପିଓ ମହେନ୍ଦ୍ରନାଥ ମୁର୍ମୁ, ସଦର ଥାନା ଅଧିକାରୀ ଆଦିତ୍ୟ ସେଠୀ ସୁଡ୍ରୁକୁମ୍ପା ଫାଣ୍ଡି ଅଧିକାରୀ ବସନ୍ତ କୁମାର ବେହେରା ପ୍ରମୁଖ ରାଣୀପଥରରେ ପହଞ୍ଚତ୍ ଗୁରୁବାର ଉକ୍ତ ରାସ୍ତାକୁ ସିଲ୍ କରି ୨ ଜଣ ହୋମ୍ଗାର୍ଡଙ୍କୁ ନିଯୁକ୍ତ କରିଛନ୍ତି।
Posted inଆମ ଜିଲା ଖବର, କନ୍ଧମାଳ View All
ସରକାରୀ ବସ୍ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ
ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍ରେ ସମସ୍ତ ଯାତ୍ରୀଙ୍କୁ ବସ୍ର କର୍ମଚାରୀ ବା ଟିକେଟ୍...
ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍, ୧୦ ମିଟର ଦୂରରେ ଯାଇ…
ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...
ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି
ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...
ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..
ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...
ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...
ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…
ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍ଡ଼ ଡିଏସ୍ୱାଇଏସ୍ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍ଯାପିତ ହୋଇଛି।...
Archives


