ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି। ଆମେରିକା…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ସୁନା ମୂଲ୍ୟ ହ୍ରାସ…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା ସତ୍ତ୍ୱେ, ଆମେରିକା ଏବେ ବି ଇରାନ…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା ଏକ ସୁନା ଚେନ ସହିତ ଜଡିତ।…

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନୀତୀଶ…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ପୀଡିତଙ୍କ ପୁଅ ହିଁ ମାଷ୍ଟରମାଇଣ୍ଡ…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ ଗ୍ୟାସ ପରେଏବେ କଣ୍ଡୋମ ଉତ୍ପାଦନରେ ବ୍ୟବହୃତ କଞ୍ଚାମାଲର ଅଭାବ ଦେଖାଦେଇଛି। ପ୍ରମୁଖ କଣ୍ଡୋମ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ; ଅପରେଶନ ଏପିକ ଫ୍ୟୁରି ଜାରି ରହିଛି। ଆଗାମୀ ଦୁଇରୁ ତିନି…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ବ୍ୟାକଫୁଟରେ ଥିବା ଜଣାପଡ଼ିଛି। ଇରାନ ସହ ଚାଲିଥିବା ଯୁଦ୍ଧ ଏବେ…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୫ଟା…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ ସହିତ ଯୋଗାଯୋଗ କରିଛନ୍ତି ଏବଂ ଯୁଦ୍ଧବିରତି ଘୋଷଣା ପାଇଁ ଅନୁରୋଧ କରିଛନ୍ତି। ତଥାପି,…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି ଯେ ସେମାନେ ମଧ୍ୟପ୍ରାଚ୍ୟରେ ଯୁଦ୍ଧରେ ସାମିଲ ହେବେ ନାହିଁ। ସ୍ପେନର ପ୍ରଧାନମନ୍ତ୍ରୀ ଆମେରିକା…

ଖୁସି ଖବର… ୭ବର୍ଷ ପରେ ଭାରତ ଆସୁଛି ବିଶ୍ୱର ସବୁଠୁ ଶସ୍ତା ତେଲ

ନୂଆଦିଲ୍ଲୀ,୧।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଏବଂ ଏହାର ଫଳସ୍ୱରୂପ ଅନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି ମଧ୍ୟରେ, ଭାରତକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତିର ଖବର ମିଳିଛି। ପ୍ରାୟ ସାତ ବର୍ଷର ବ୍ୟବଧାନ ପରେ, ଇରାନରୁ ଅଶୋଧିତ ତୈଳର ପ୍ରଥମ ପ୍ରେରିତ ମାଲ୍ ଭାରତରେ…

ସଂଜ୍ଞା ବଦଳିପାରେ

ଧାର୍ଯ୍ୟ ସମୟସୀମାର ଦିନକ ପୂର୍ବରୁ ଅର୍ଥାତ୍‌ ୩୦ ମାର୍ଚ୍ଚରେ ଭାରତ ‘ମାଓବାଦୀ ମୁକ୍ତ’ ବୋଲି ସଂସଦରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଘୋଷଣା କରିଦେଇଛନ୍ତି। ଏହା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ଦେଶରେ କେହି ମାଓବାଦୀ ରହିବେ ନାହିଁ…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି କମର୍ସିଆଲ LPG ଦର ୨୦୭୮ ଟଙ୍କା ୫୦ ପଇସାରେ ପହଞ୍ଚିଛି। ଭୁବନେଶ୍ୱରରେ ୧୯…

ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri