ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ୍ରମେ ବରଗଡ଼ ଜିଲାର ମୋଟ୍‌ ୧,୫୨୩ ଜଣ କଳାକାରଙ୍କୁ ମାସିକ ୧,୨୦୦ ଟଙ୍କା ହିସାବରେ ଆଗାମୀ ଜୁନ୍‌-୨୦୨୦ ପର୍ଯ୍ୟନ୍ତ ଅଗ୍ରୀମ କଳାକାର ଭତ୍ତା ପ୍ରଦାନ କରାଯାଇଛି। ପ୍ରତ୍ୟେକ କଳାକାରଙ୍କ ଆକାଉଣ୍ଟରେ ଅନଲାଇନ୍‌ ପେମେଣ୍ଟ ମାଧ୍ୟମରେ ଏହି ଟଙ୍କା ପ୍ରଦାନ କରାଯାଇଛି। ଏଥିସହ ଜିଲା ସଂସ୍କୃତି ପରିଷଦ ପାଣ୍ଠିରୁ କଳକାରମାନେ କରିଥିବା ସମସ୍ତ କାର୍ଯ୍ୟକ୍ରମର ଦେୟ ମଧ୍ୟ ପଇଠ ହୋଇ ସାରିଛି ବୋଲି ଜିଲା ସଂସ୍କୃତି ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri