କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି । ସେ ଏ ନେଇ ୩୦ହଜାର ଟଙ୍କାର ଏକ ଚେକ୍‌ ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଶୁକ୍ରବାର ପ୍ରଦାନ କରିଥିଲେ । ଏହା ସହିତ ଲକ୍‌ ଡାଉନ୍‌ ସମୟରେ ବିଦ୍ୟୁତ ବିଭ୍ରାଟ, ପାନୀୟଜଳ ସଂକଟ, ନଳକୂପ ମରାମତି, ପରିବା ଓ ଦୁଗ୍ଧ ପରିବହନ, ସାମାଜିକ ଓ ଖାଦ୍ୟ ସୁରକ୍ଷା ପାଇଁ ଆସୁଥିବା ଅର୍ଥର ସୂଚାରୁ ବଣ୍ଟନ, ଦରଦାମ ନିୟନ୍ତ୍ରଣ, ସାମାଜିକ ଦୂରତା ଅବଳମ୍ବନ ଆଦି ଉପରେ ନେପାକ ଜିଲାପାଳ ପ୍ରଧାନଙ୍କ ସହିତ ଆଲୋଚନା ମଧ୍ୟ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ମାରି ବାଘ ମଲା ,ମାଲିକ ମୁଣ୍ଡରେ ସାଂଘାତିକ ଅଭିଯୋଗ ବୋଳିଥିଲେ…

ବଣାଇଁ,୧୨।୧୨(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳ କୁସୁମଡ଼ିହି ଖସଡା ଜଙ୍ଗଲରେ ଏକ ମାଇ କଲରାପତ୍ରିଆ ବାଘର ମତ୍ୟୁ ଘଟିଥିବା ଜଣାପଡିଛି । ବାଘଟି ପ୍ରାୟ...

ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ

ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

ଗଞ୍ଜାମର ୪୧ ଡିଗ୍ରୀ କଲେଜକୁ ଅର୍ଥ ଅନୁମୋଦନ

ଭଞ୍ଜନଗର,୧୨ା୧୨(ବାବୁଲା ପ୍ରଧାନ): କଲେଜ ପଢୁଆ ଛାତ୍ରୀମାନଙ୍କ ମଧ୍ୟରେ ଆତ୍ମ ବିଶ୍ୱାସ ବଢ଼ିବା ଲକ୍ଷ୍ୟ ନେଇ ସରକାର ସେମାନଙ୍କୁ ଆତ୍ମ ସୁରକ୍ଷା ତାଲିମ ପ୍ରଦାନ କରୁଛନ୍ତି। ଏହିଭଳି...

ଦାୟିତ୍ୱ ନେଲେ ନବନିର୍ବାଚିତ ଅଧ୍ୟକ୍ଷା, ନୂଆ ରୂପରେଖ ନେଇ କହିଲେ…

କୁନ୍ଦୁରା,୧୨ା୧୨(ସନ୍ତୋଷ ପ୍ରହରାଜ): କୋରାପୁଟ ଜିଲା କୁନ୍ଦୁରା ପଞ୍ଚାୟତ ସମିତି ଅଧ୍ୟକ୍ଷା ଉପନିର୍ବାଚନରେ ସ୍ବାଧୀନ ଭାବେ ବିଜୟୀ ହୋଇ ଦାୟିତ୍ୱ ନେଲେ ବନିତା କାନ୍ଦଲିଆ। ବହୁ ବାଦବିବାଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri