ନୂଆଦିଲ୍ଲୀ,୧୧।୪: କରୋନା ଯୋଗୁ ନିଯୁକ୍ତି କ୍ଷେତ୍ର ଉପରେ ଏବେ ନକାରାତ୍ମକ ପ୍ରଭାବ ରହିଛି। ବର୍ତ୍ତମାନ ଲକ୍ଡାଉନ ଯୋଗୁ ଆର୍ଥତ୍କ କାର୍ଯ୍ୟକଳାପ ଠପ୍ ହୋଇ ରହିଥିବାରୁ ରପ୍ତାନି କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୧.୫ କୋଟି ନିଯୁକ୍ତି ଉପରେ ଏବେ କଳାବାଦଲ ଛାଇ ହୋଇ ରହିଛି। ଫେଡେରେଶନ ଅଫ୍ ଇଣ୍ଡିଆନ ଏକ୍ସପୋଟର୍ସ ଅର୍ଗାନାଇଜେଶନ (ଏଫ୍ଆଇଇଓ) ମୁତାବକ ଦେଶର ରପ୍ତାନି କ୍ଷେତ୍ର ଉପରେ କରୋନାର ପ୍ରଭାବ ଏବେ କାରବାରକୁ କ୍ଷତିଗ୍ରସ୍ତ କରିଛି। ଏହି କ୍ଷେତ୍ରରେ ଅନାଦାୟ ଋଣ ବା ଏନ୍ପିଏ ବଢ଼ିବା ଆଶଙ୍କା କରାଯାଇଛି। ଏବେ ଅଧାରୁ ଅଧିକ ଅର୍ଡର ରଦ୍ଦ ହେଉଥିବା ସଂଘର ଅଧ୍ୟକ୍ଷ ଶରଦ କୁମାର ସରାଫ ସୂଚନା ଦେଇଛନ୍ତି। ଭାରତ ସମେତ ବିଶ୍ୱ ବଜାରର ସ୍ଥିତି ଏବେ ବିଗିଡିଥିବାରୁ ଅନେକ ଲୋକଙ୍କ ଚାକିରି ଉପରେ ଏହା ନକାରାତ୍ମକ ପ୍ରଭାବ ରହିଛି।
ସରକାର ଏହି କ୍ଷେତ୍ର ଲାଗି ଆଶ୍ୱସ୍ତି ପ୍ୟାକେଜ ପ୍ରଦାନ କରନ୍ତୁ ବୋଲି ସଂଘ ପକ୍ଷରୁ ଦାବି କରାଯାଇଛି। ସରକାର ରପ୍ତାନି କ୍ଷେତ୍ରକୁ ପ୍ରୋତ୍ସାହନ ପ୍ରଦାନ କଲେ ଏହା କ୍ଷେତ୍ରରେ ସନ୍ତୁଳନ ରକ୍ଷା କରିବା ଦିଗରେ ସହାୟକ ହୋଇପାରିବ ବୋଲି ସରାଫ ମତବ୍ୟକ୍ତ କରିଛନ୍ତି। ଏବେ ୫୦% ଅର୍ଡର ବାତିଲ ହୋଇଛି। ଏଭଳି ସ୍ଥିତିରେ କପଡା ଏବଂ ଚମଡା ଉଦ୍ୟୋଗ ଗଭୀର ଭାବେ କ୍ଷତିଗ୍ରସ୍ତ ହୋଇଥିବା ସେ ମତବ୍ୟକ୍ତ କରିଛନ୍ତି।
ଡିସେମ୍ବରରେ ବଢ଼ିଲା GST ସଂଗ୍ରହ: ୧.୭୪ ଲକ୍ଷ କୋଟି ଟଙ୍କା ଛୁଇଁଲା ରାଜସ୍ୱ
ନୂଆଦିଲ୍ଲୀ,୧।୧: ଦେଶରେ ବସ୍ତୁ ଓ ସେବା କର (GST) ସଂଗ୍ରହ କ୍ଷେତ୍ରରେ ପୁଣି ଉତ୍ସାହଜନକ ଅଭିବୃଦ୍ଧି ଦେଖିବାକୁ ମିଳିଛି। ଗତ ନଭେମ୍ବର ମାସର ମନ୍ଥରତା ପରେ...
ସିଗାରେଟ୍, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX
ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...
Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ
ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା...
ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...
LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍କା!
ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...
ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍
ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...
ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି
ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...
ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା
ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...
Archives


