ଲକ୍‌ଡାଉନ୍‌ ଯୋଗୁ ଟଙ୍କା ଉଠାଣରେ ଉପୁଜୁଥିଲା ସମସ୍ୟା, ଚୈାଦ୍ୱାରରେ ଆରମ୍ଭ ହେଲା ଭ୍ରାମ୍ୟମାଣ ଏଟିଏମ୍‌ ସେବା

ଚୌଦ୍ୱାର,୧୧ା୪(ଡି.ଏନ୍‌.ଏ.): କରୋନା ଭୟାବହତାକୁ ନଜରରେ ରଖି ସାରା ଦେଶ ତଥା ରାଜ୍ୟକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନରେ ସହାରାଞ୍ଚଳଠୁ ଆରମ୍ଭ କରି ଗ୍ରାମାଞ୍ଚଳ ଲୋକେ ପ୍ରଭାବିତ ହୋଇଛନ୍ତି। ବିଶେଷ କରି ଗ୍ରାମାଞ୍ଚଳରେ ବସବାସ କରୁଥିବା ଲୋକମାନେ ନିଜ ଜମାରାଶି ଉଠାଣ କରିବାରେ ବଡ ସମସ୍ୟା ଦେଖାଦେଇଛି। ଏବେବି ଟାଙ୍ଗି-ଚୌଦ୍ୱାର ବ୍ଲକର ବିଭିନ୍ନ ପଞ୍ଚାୟତରେ ଏଟିଏମ୍‌ ସେବାର ବ୍ୟବସ୍ଥା ନାହଁି। ଦୁଇ ଚକିଆ ଯାନ ଉପରେ ଉପରେ କଟକଣା ଲାଗୁ ହୋଇଥିବାରୁ ଗ୍ରାମାଞ୍ଚଳର ଲୋକେ ଦୂର ଦୁରନ୍ତାରୁ ଚୌଦ୍ୱାର ସହରକୁ ଆସି ଟଙ୍କା ଉଠାଇବା ପାଇଁ ଉଚିତ୍‌ ମନେ କରୁନାହାନ୍ତି। ଏଭଳି ସ୍ଥିତିରେ ଚୌଦ୍ୱାର ଆଗ୍ରାହାଟ ସ୍ଥିତ ୟୁକୋ ବ୍ୟାଙ୍କ ତରଫରୁ ଗ୍ରାମାଞ୍ଚଳର ଲୋକମାନଙ୍କୁ ଘରପାଖରେ ପଇସା ଉଠାଣ ପାଇଁ ଭ୍ରାମ୍ୟମାଣ ଏଟିଏମ୍‌ ସେବା ଆରମ୍ଭ କରିଛି । ଶନିବାର ସ୍ଥାନୀୟ ବରହମପୁର ପଞ୍ଚାୟତରୁ ଏହି ସେବା ଲୋକମାନଙ୍କୁ ପ୍ରଦାନ କରାଯାଇଛି । ଆଗାମୀ ଦିନରେ ଏହି ସେବା ଜାରି ରହିବ ବୋଲି ଆଗ୍ରାହାଟ ଶାଖା ମ୍ୟାନେଜର ସେକ୍‌ ୱାସିମ୍‌ ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଆଗ୍ରାହାଟସ୍ଥିତ ଏହି ୟୁକୋ ବ୍ୟାଙ୍କ ଉପରେ ଆଖପାଖ ଅଗ୍ରାହାଟ, ଶଙ୍କରପୁର, ବରହମପୁର,ବଡସାମନ୍ତରାପୁର,ମଙ୍ଗରାଜପୁର,ବାଣିପଦା, କୟଳପଡା ଆଦି ପଞ୍ଚାୟତର ଲୋକେ ନିର୍ଭର କରିଥାନ୍ତି ।

 


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ କଂଗ୍ରେସ ସାଂସଦ ପ୍ରାର୍ଥୀ ଇଂ ବିନୋଦ ନାୟକ

କେନ୍ଦୁଝର, ୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଲୋକ ସଭା ପ୍ରାର୍ଥି ଭାବେ କଂଗ୍ରେସ ଦଳରୁ ଇଂ ବିନୋଦ ନାୟକ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି। ଶନିବାର...

‘ଓଡ଼ିଶାର ନେତା ମାଟିର ପୁଅ ହୁଅନ୍ତୁ’

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ଖବରଦାତା ସମ୍ମିଳନୀରେ ମୋଦିଙ୍କ ବିକାଶଧାରା ସହ ବିଭିନ୍ନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖୁଛନ୍ତି।...

ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି...

୧୦ରେ ଭୁବନେଶ୍ୱରରେ ରୋଡ୍‌ ଶୋ’ କରିବେ ମୋଦି

ଭୁବନେଶ୍ୱର,୪।୫: ଆସନ୍ତା ସପ୍ତାହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ୫ ଓ ୬ ତାରିଖ ପରେ ଆସନ୍ତା ୧୦...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କଲା କଂଗ୍ରେସ

ଭୁବନେଶ୍ୱର,୪।୫: ଓଡ଼ିଶାରେ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ପ୍ରଚାର ପାଇଁ ଓଡିଶା ଆସିବେ କଂଗ୍ରେସ ହେବିୱେଟ୍। ଶନିବାର କଂଗ୍ରେସ ପକ୍ଷରୁ ଓଡ଼ିଶା ପାଇଁ ୪୦...

ନବରଙ୍ଗପୁରରେ ନବୀନଙ୍କ ହାଇଭୋଲଟେଜ ପ୍ରଚାର

ନବରଙ୍ଗପୁର,୪।୫: ନବରଙ୍ଗପୁର ମାଝୀଗୁଡ଼ାରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାଇଭୋଲଟେଜ ପ୍ରଚାର। ଦକ୍ଷିଣ ଓଡ଼ିଶାରେ ମୁଖ୍ୟମନ୍ତ୍ରୀ ଦଳୀୟ ପ୍ରାର୍ଥୀଙ୍କ ଲାଗି ବ୍ୟାକ୍‌ ଟୁ...

ନବରଙ୍ଗପୁରରେ ମାରାଥନ ପ୍ରଚାର: ସଭାରେ ଲୋକଙ୍କୁ ପ୍ରଶ୍ନ ପଚାରିଲେ ପାଣ୍ଡିଆନ

ନବରଙ୍ଗପୁର,୪।୫: ଜୟପୁର ପରେ ନବରଙ୍ଗପୁରରେ ଜୋରଦାର ପ୍ରଚାର କରିଛନ୍ତି ଉଭୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭିକେ ପାଣ୍ଡିଆନ । ଏଠାରେ ଆୟୋଜିତ ବିଶାଳ ଜନସଭାକୁ...

ନିର୍ବାଚନ ତଦାରଖ ପାଇଁ ବରଗଡ଼ରେ ପହଞ୍ଚିଲେ ପର୍ଯ୍ୟବେକ୍ଷକ

ବରଗଡ଼,୪।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଆସନ୍ତା ୨୦ତାରିଖରେ ବରଗଡ଼ ସଂସଦୀୟ କ୍ଷେତ୍ରରେ ମତଦାନ ଗ୍ରହଣ ହେବ। ମତଦାନକୁ ଅବାଧ ଓ ନିରପେକ୍ଷ ତଥା ସ୍ବଚ୍ଛ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri