ଦିଗପହଣ୍ଡି,୧୧।୪(ଡି.ଏନ୍.ଏ.): କରୋନା (କୋଭିଡ୍ -୧୯) ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ ଜାରି ରହିଛି। ଏହି ଲକ୍ଡାଉନ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ବସବାସ କରୁଥିବା ୬୩ କଳାକାରଙ୍କୁ ୪ ମାସର ଅଗ୍ରୀମ ଭତ୍ତା ପ୍ରଦାନ କରାଯାଇଛି। ଏ ନେଇ ବିଡିଓ ହଳଧର ଶବର ସୂଚନା ଦେଇଛନ୍ତି। କଳାକାରଙ୍କୁ ଭତ୍ତା ପ୍ରଦାନ ନିମନ୍ତେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ପ୍ରଦତ୍ତ ଅନୁଦାନ ଅର୍ଥରାଶି ମଞ୍ଜୁର ହେବା ପରେ ମାର୍ଚ୍ଚରୁ ଜୁନ୍ ମାସ ପର୍ଯ୍ୟନ୍ତ ୧୨୦୦ ଟଙ୍କା ହିସାବରେ ପ୍ରତ୍ୟେକ କଳାକାରଙ୍କୁ ୪୮୦୦ ଟଙ୍କା ଲେଖାଏ ସେମାନଙ୍କ ବ୍ୟାଙ୍କ ଜମା ଖାତାକୁ ଅନ୍ଲାଇନ ଟ୍ରାନ୍ସଫର କରାଯାଇଥିବା ବିଡିଓ କହିଛନ୍ତି।
କରୋନା ସହାୟତା: ଦିଗପହଣ୍ଡିରେ ୬୩ କଳାକାରଙ୍କୁ ମିଳିଲା ଭତ୍ତା ଟଙ୍କା
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ View All
ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ
ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...
ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍, କେଜିଏ ସୁନା
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...
ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ
ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...
ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ
ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...
ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ
ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...
ଓମ୍ସାର ଆନ୍ଦୋଳନ: ଆଉଟ୍ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ
ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...
ବସ୍ କାଚ ଭାଙ୍ଗି ଜାଳିଦେଲେ …
ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍ର କାଚ ଭାଙ୍ଗି ଜାଳି...
Archives


