ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୭ ମାଣ୍ଡାରିନ ବତକ ଶାବକ

ବାରଙ୍ଗ,୧୨।୪(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ପାଦଚଲା ବିହଙ୍ଗ ସରଣୀରେ ରବିବାରଦିନ ଏକ ମାଇ ମାଣ୍ଡାରିନ ବତକ ଦେଇଥିବା ଅଣ୍ଡାଫୁଟି ୭ଟି ଛୁଆ ବାହାରିଛି। ଫଳରେ ଚିଡ଼ିଆଖାନାରେ ଏମାନଙ୍କ ସଂଖ୍ୟା ବୃ୍‌ଦ୍ଧିପାଇ ୧୮ରେ ପହଞ୍ଚିଛି। ବିଶେଷକରି ଜାପାନ, ଚାଇନା ତଥା ପୁର୍ବ ଏସିଆରେ ଏହି ବତକ ବହୁଳ ଭାବେ ଦେଖାଦେଇଥାନ୍ତି। ଗୋଟିଏ ମାଇ ବତକ ଏକା ଥରକେ ୯ରୁ ୧୨ଟି ଅଣ୍ଡା ଦେଇଥାଏ। ୩୦ ଦିନ ଅଣ୍ଡାକୁ ଉସୁମାଇବା ପରେ ଛୁଆ ଫୁଟାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ଲଢିବେ ସାରଦା ପ୍ରଧାନ, ଏହିଠୁ ଲଢିବେ…

ଭୁବନେଶ୍ୱର,୪।୫: ମାହଙ୍ଗାର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ସାରଦା ପ୍ରଧାନ ଚଳିତ ନିର୍ବାଚନ ଲଢିବା ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି। ମାହାଙ୍ଗା ବିଧାନସଭା ଆସନରୁ ଲଢିବେ...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ତାତି ସାଙ୍ଗକୁ ବଢୁଛି ପାଣି ସମସ୍ୟା: ଡହଳବିକଳ ୩୦ ପରିବାର

ବାଲିଆପାଳ, ୩।୫(ଗୋପାଳ ଚନ୍ଦ୍ର ସାହୁ): ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ତାତି ସାଙ୍ଗକୁ ବଢିଚାଲିଛି ପିଇବା ପାଣି ସମସ୍ୟା। ଜଳକଷ୍ଟ ଏପରି ହେଲାଣି, ଟୋପାଏ...

ଭଡା ଘରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୫: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ...

ଖାଇବା ଦେବାରେ ବିଳମ୍ବ ହେବାରୁ ମା’ଙ୍କୁ ପିଟି ପିଟି ହତ୍ୟା କଲା ପୁଅ

ପାଟଣା,୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଖୀରେଇଟାଙ୍ଗିରୀ ପଞ୍ଚାୟତ ଖିରେଇ ଟାଙ୍ଗିରି ଗାଁ ଭାଲୁପାହାଡ଼ି ସାହିରେ ଏକ ଦୁଃଖଦ ଘଟଣା ଘଟିଛି। ଖାଇବା...

ପାଣି ପାଇଁ ପ୍ରତିବାଦ: ଗରା, ବାଲଟି ରଖି ରାସ୍ତା ଅବରୋଧ କଲେ ମହିଳା

ପାଟଣା:୪।୫(ବୀର କିଶୋର ଦାଶ): ପାନୀୟ ଜଳ ଯୋଗାଣ ଦାବିରେ କେନ୍ଦୁଝର ଜିଲା ପାଟଣା କେନ୍ଦେଇପଶି ରାସ୍ତାର ଟାଙ୍ଗରପଡ଼ା ଛକରେ ଶନିବାର ଶତାଧିକ ମହିଳା ରାସ୍ତା ଉପରେ...

ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର

ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ...

ଅନ୍ତିମ ସଂସ୍କାର ବେଳେ ମହୁମାଛି ଆକ୍ରମଣ: ୪ ଗୁରୁତର

ଜଳେଶ୍ୱର,୪।୫(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଳକ ଡେମୁରିଆ ଗାଁ ମଶାଣିରେ ଶନିବାର ଏକ ଅଘଟଣ ଘଟିଛି। ଗାଁ ମଶାଣିରେ ଅନ୍ତମ ସଂସ୍କାର ଚାଳିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri