କରୋନା କଟକଣାକୁ ଫୁ: ସନ୍ଧ୍ୟା ହେଲେ ଜମୁଛି ଲୁଡୁ, ତାସ୍‌ ଆସର

ଚୌଦ୍ୱାର,୧୩ା୪(ଡି.ଏନ୍‌.ଏ.): କରୋନା ଭଳି ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ବିଶ୍ୱ ଆଜି ଚିନ୍ତାରେ। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଏହି ଭୂତାଣୁ ରୋକିବା ଦିଗରେ ସଚେତନା ହଁି ଏକମାତ୍ର ବିକଳ୍ପ ବୋଲି ବାରମ୍ବାର ପ୍ରଚାର କରୁଛନ୍ତି। ଏଥିସହିତ ସଂକ୍ରମଣ ନ ବ୍ୟାପିବା ପାଇଁ ସାମାଜିକ ଦୂରତାର ଆବଶ୍ୟକତା ରହିଛି ା ଯାହାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନରେ ଗତି କରୁଛି। ମାତ୍ର କଟକ ଜିଲା ଚୌଦ୍ୱାର ଅଞ୍ଚଳର କିଛି ଯୁବକ ଏବଂ ବୟସ୍କ ବ୍ୟକ୍ତିମାନେ ପୋଲିସର ନଜର ଆଢୁଆଳରେ ଗାଁ ମଣ୍ଡପରେ ଖଟି ଜମାଇବାକୁ ପଛାଉନାହାନ୍ତି। ଏପରିକି ମୋବାଇଲରେ ମୁହଁକୁମୁହଁ ଯୋଡ଼ି ଲୁଡୁ ଖେଳିବା ସହିତ ବୟସ୍କ ବ୍ୟକ୍ତିମାନେ ତାସ୍‌ ପାଲି ଆସର ଜମାଉଥିବା ଦେଖିବାକୁ ମିଳିଛି। କଟକ ଜିଲା ଚୌଦ୍ୱାର ପୋଲିସ ରାଜରାସ୍ତା ଜଗି ରହୁଥିବା ବେଳେ ଗ୍ରାମାଞ୍ଚଳରେ ଏପରି ନିୟମ ଉଲ୍ଲଂଘନକାରୀଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri