ଯୋଡ଼ାରେ ରନ୍ଧାଖାଦ୍ୟ, ରାଶନ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୩।୪ (ଡି.ଏନ.ଏ.)-ସାରାଦେଶରେ କୋଭିଡ୍‌ ୧୯ ମହାମାରୀ ରୂପ ନେଇିଥିବା ବେଳେ ଏହାକୁ ପ୍ରତିରୋଧ କରିବା ପାଇଁ ସରକାର ଲକଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଲୋକେ ଜୀବିକାରୁ ବଞ୍ଚିତ ହୋଇଥିବାରୁ ଖାଦ୍ୟାଭାବକୁ ଆଖି ଆଗରେ ରଖି ବହୁ ସ୍ବେଛାସେବୀ ସାମାଜିକ ସଂଗଠନ ପକ୍ଷରୁ ଗରିବ ଅସହାୟ ନିରାଶ୍ରୟଙ୍କୁ ରନ୍ଧାଖାଦ୍ୟ ତଥା ଅତ୍ୟାବଶ୍ୟକୀୟ ସାମଗ୍ରୀ, ରାଶନ ସାମଗ୍ରୀ ବଣ୍ଟନ କରାଯାଉଛି। ଯୋଡ଼ା ସହରରେ ପୌରପାଳିକା ମାଧ୍ୟମରେ ଧାର୍ମିକ ଅନୁଷ୍ଠାନ ସାଓନ କୃପାଳୁ ରୁହାନୀ ମିଶନ୍‌ ପକ୍ଷରୁ ଯୋଡା ଅଞ୍ଚଳରେ ଲକଡାଉନର ଦ୍ୱିତୀୟ ଦିନରୁ ସହାୟତା କରାଯାଉଛି। ସେହିପରି ସାମାଜିକ ସଂଗଠନ ଓ୍ବାଲର୍‌ଡ ଭିଜିଅନ୍‌ ପକ୍ଷରୁ ଯୋଡା ସହରର ବିଭିନ୍ନ ସ୍ଥାନରେ ଅସହାୟ ଲୋକଙ୍କୁ ରନ୍ଧା ଖାଦ୍ୟ ବଣ୍ଟାଯାଇଛି। ଯୋଡାର ସମାଜସେବୀ ମନୋଜ ସିଙ୍କ ନେତୃ୍‌ତ୍ୱରେ ଯୁବ ଗୋଷ୍ଠୀ ଯୋଡା ସହରର ବିଭିନ୍ନ ବସ୍ତି ଅଂଚଳ ବୁଲି ଶୁଖିଲା ଖାଦ୍ୟ ଓ ରାଶନ ସାମଗ୍ରୀ ବାଣ୍ଟିବା ସହିତ କରୋନାର ମୁକାବିଲା କରିବା ପାଇଁ ସରକାରଙ୍କ ନିୟମ ମାନି ଚଳିବା ନେଇ ଲୋକଙ୍କୁ ସଚେତନ କରାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ଜୀବନ ଗଲା

କେନ୍ଦୁଝର,୨ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ବସନ୍ତପୁର ଗ୍ରାମ ନିକଟରେ ଗୁରୁବାର ଏକ ହାତୀର ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ପ୍ରସବ ବେଦନା ଯୋଗୁ...

ନାମାଙ୍କନପତ୍ର ଦାଖଲ କଲେ ନବକୁମାର, ସରୋଜ

ବୌଦ୍ଧ,୨ା୫(ଅଜିତ କୁମାର ବାରିକ): ବୌଦ୍ଧ କଂଗ୍ରେସ ପକ୍ଷରୁ ଗୁରୁବାର ନାମାଙ୍କନପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ସରୋଜ ପ୍ରଧାନ ଏବଂ ବୌଦ୍ଧ କଂଗ୍ରେସ ପ୍ରାର୍ଥୀ ନବକୁମାର...

ହଠାତ ଢେଙ୍କାନାଳ ସହରରେ ଅବତରଣ କଲା ହେଲିକପ୍ଟର, ତଦନ୍ତ କରୁଛି ପୋଲିସ

ଢେଙ୍କାନାଳ,୨।୫: ଗୁରୁବାର କୌଣସି ପୂର୍ବ ସୂଚନା ନଦେଇ ଏକ ହେଲିକପ୍ଟର ଢେଙ୍କାନାଳ ସହରରେ ଅବତରଣ କରିଛି। ଏହା କେଉଁଠୁ ଆସିଛି ଓ କାହିଁକି ଆସିଛି ସେ...

ସ୍ବାମୀଙ୍କ ଆଗରେ ଚାଲିଗଲା ସ୍ତ୍ରୀଙ୍କ ଜୀବନ

କଟକ,୨।୫(କାର୍ତ୍ତିକ ସାହୁ): ଚାଉଳିଆଗଞ୍ଜ ଦୁର୍ଗାମଣ୍ଡପ ନିକଟରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି,...

ଟ୍ରକକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ଅଳ୍ପକେ ବର୍ତ୍ତିଲେ ୬୦ରୁ ଉଦ୍ଧର୍‌ବ ଯାତ୍ରୀ

ଜଳେଶ୍ୱର,୨।୫: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୧୬ନମ୍ବର ଜାତୀୟ ରାଜପଥର କୁଣ୍ଡାପୁର ଛକ ନିକଟରେ ହୋଇଛି ଏକ ବଡ଼ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ...

ତାଣ୍ଡବ ରଚିଲା କାଳ ବୈଶାଖୀ: ଉପୁଡିଲା ଗଛ, ଘର କାନ୍ଥ ପଡି ୩ ଗୁରୁତର

ପାଟଣା,୨।୫(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଏବଂ ଏହାର ଆଖପାଖ ଅଞ୍ଚଳରେ କାଳ ବୈଶାଖୀ ତାଣ୍ଡବ ରଚିଛି। କାଳ ବୈଶାଖୀ ପ୍ରଭାବରେ ପ୍ରବଳ...

ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ, ଅନେକେ ଆହତ

ଜଳେଶ୍ୱର,୨।୫: ବାଲେଶ୍ୱର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବସ୍ତା ଥାନା ଅନ୍ତର୍ଗତ ବରୁଣଗଡିଆ ନିକଟରେ ଗୁରୁବାର ଏକ ଯାତ୍ରୀବାହୀ ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଗାଁ ମୁହାଁ ନିଆଁକୁ ଆୟତ୍ତ କଲେ କୁନିକୁନି ପିଲା

ପାଟଣା,୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଉଛି। ସେହି ଅନୁପାତରେ ପାଟଣା ରେଞ୍ଜରେ ପ୍ରତି ଦିନ ଜଙ୍ଗଲ ନିଆଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri