Odisha Elections 2024

କୃଷିଜାତ ସାମଗ୍ରୀ ପରିବହନରେ ଚାଷୀଙ୍କୁ ଯେପରି ଅସୁବିଧା ନ ହୁଏ: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଚାଷୀମାନେ ଯେପରି ସେମାନଙ୍କର ଉତ୍ପାଦିତ ସାମଗ୍ରୀର ପରିବହନ ତଥା କୃଷି କାର୍ଯ୍ୟରେ କୌଣସି ଅସୁବିଧା ନ ହେବ ସେଥିପ୍ରତି ସ୍ବତନ୍ତ୍ର ଦୃଷ୍ଟିଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ସପ୍ତାହେ ମଧ୍ୟରେ ପ୍ରତି ଜିଲାରେ କୋଭିଡ୍‌ ହସ୍ପିଟାଲ ନିର୍ମାଣ କରାଯିବ। ଚଳିତ ମାସ ସୁଦ୍ଧା ରାଜ୍ୟରେ ୩୬ଟି ସ୍ଥାନରେ ୬ ହଜାର ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କରିବା ପାଇଁ ସରକାର ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି।
ଦକ୍ଷିଣ ଓଡ଼ିଶାର ଏମ୍‌କେସିଜି ହସ୍ପିଟାଲରେ କୋଭିଡ୍‌ ପରୀକ୍ଷଣ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ଆଗାମୀ ୨ ଦିନ ମଧ୍ୟରେ ଅର୍ଥାତ୍‌ ଏପ୍ରିଲ ୧୬ ସୁଦ୍ଧା ବୁର୍ଲା ଭିମ୍‌ସାରରେ କୋଭିଡ୍‌ ପରୀକ୍ଷା ନେଇ ସୁବିଧା କରିବା ଲାଗି ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଉରକେଲାସ୍ଥିତ ଆଇଜିଏଚ୍‌ରେ କୋଭିଡ୍‌ ପରୀକ୍ଷଣ ଆରମ୍ଭ କରାଯାଇଥିବା ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀ ବୈଠକରେ ସୂଚନା ଦେଇଥିଲେ। କୋଭିଡ୍‌ ସଂକ୍ରମଣ ନିୟନ୍ତ୍ରଣରେ ପୋଲିସ ତଥା ପ୍ରଶାସନିକ ଅଧିକାରୀଙ୍କୁ ସର୍ବୋତ୍ତମ ତାଲିମ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏ ପର୍ଯ୍ୟନ୍ତ ବିଭିନ୍ନ ଅନୁଷ୍ଠାନର ପ୍ରାୟ ଦେଢ଼ ଲକ୍ଷଙ୍କୁ ତାଲିମ ଦିଆସରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାଢ଼ି ବାଣ୍ଟି ଧରାପଡ଼ିଲେ ୨ଯୁବକ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସୋମବାର ସାଧାରଣ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେବ। ତେବେ ଭୋଟରଙ୍କୁ ନିଜ ସପକ୍ଷକୁ ଟାଣିବା ପାଇଁ ମତଦାନ ପୂର୍ବରୁ...

ଗରମ ପେଜ ପଡ଼ି ପୋଲିଂ କର୍ମଚାରୀ ଆହତ

ଆସିକା/ଧରାକୋଟ,୧୯ା୫(ସୁରେନ୍ଦ୍ର ନାଥ ସାହୁ/ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ଅଧୀନ ମଛାକୋଟ ପଞ୍ଚାୟତର ମଥୁରା ପଦନାପୁର ଗ୍ରାମର ଏକ ବୁଥରେ ଅଘଟଣ ଘଟିଛି।...

ବିଜେଡି ନିର୍ବାଚନୀ ସଭାରେ ବିଡିଓଙ୍କ ଉପସ୍ଥିତି : ଅଭିଯୋଗ ଆଣିଲା ବିରୋଧୀ

ହାଟଡିହୀ,୧୯।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ହାଟଡିହୀ ବ୍ଲକ ଛେନାପଦୀଠାରେ ରବିବାର ବିଜେଡି ପକ୍ଷରୁ ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ମୁଖ୍ୟମନ୍ତ୍ରୀ...

ଭୁବନେଶ୍ୱରରେ ମୋଦି, ରାଜ୍ୟ ଭାଜପା କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୧୯।୫: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ରବିବାର ପହଞ୍ଚିଛନ୍ତି। ପ୍ରଥମେ ସେ ଦଳୀୟ କର୍ମୀଙ୍କ...

“ଯଦି ସୁଯୋଗ ମିଳେ, ମନା କରିବି ନାହିଁ”: ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନେଇ ଜୁଏଲ ଓରାମଙ୍କ ବୟାନ

ଭୁବନେଶ୍ୱର,୧୯ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ହେବ ତାକୁ ନେଇ କଳ୍ପନା ଜଳ୍ପନା ଚାଲିଥିବା ବେଳେ ସୁନ୍ଦରଗଡ଼ ଏମପି ତଥା ଭାଜପାର ଲୋକ ସଭା...

ନିର୍ବାଚନୀ ହିଂସା: ଖଲ୍ଲିକୋଟ ହତ୍ୟା ଘଟଣାରେ ଆଉ ଦୁଇ ଗିରଫ

ଛତ୍ରପୁର,୧୯ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହତ୍ୟା ଘଟଣାରେ ପୁଣି ଦୁଇ ଗିରଫ ହୋଇଛନ୍ତି। ଗିରଫମାନେ ହେଲେ ଶ୍ରୀକୃଷ୍ଣଶରଣପୁର ଗ୍ରାମର ସୁଦର୍ଶନ ପାହାନ ଓ ରାମଚନ୍ଦ୍ରପୁର...

ବାତ୍ୟାର ଆସିବାର କୌଣସି ପୂର୍ବାନୁମାନ କରାଯାଇ ନାହିଁ: ପାଣିପାଗ ବିଭାଗ

ଭୁବନେଶ୍ୱର,୧୯ା୫: ରବିବାର ଭୁବନେଶ୍ୱର ଆଇଏମଡି ନିର୍ଦ୍ଦେଶକ ମନୋରାମା ମହାନ୍ତି ସୂଚନା ଦେଇଛନ୍ତି ଯେ ବାତ୍ୟା ସୃଷ୍ଟି ହେବାର କୌଣସି ପୂର୍ବାନୁମାନ କରାଯାଇ ନ ଥିବାରୁ ଭୟଭୀତ...

‘ୱାର୍ଡମେମ୍ବର ନିର୍ବାଚନ ଲଢ଼ିନାହାନ୍ତି, ମୋତେ ପଚାରୁଛନ୍ତି କ’ଣ କରିଛ’: ଅପରାଜିତା

ଭୁବନେଶ୍ୱର,୧୯।୫: ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଭାଜପା ନେତ୍ରୀ ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri