ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ

ବରୀ,୧୫।୪(ସ୍ବ.ପ୍ର):  ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି। ଯାଜପୁର ଜିଲା ଯାଜପୁର ବ୍ଲକ ଅନ୍ତର୍ଗତ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମରୁ ମଙ୍ଗଳବାର ଜଣେ କରୋନା ପଜେଟିଭଙ୍କୁ ଜିଲା ପ୍ରଶାସନ ପକ୍ଷରୁ ଠାବ କରାଯାଇଥିଲା। ତେବେ ଉକ୍ତ ଆକ୍ରାନ୍ତଙ୍କ ସହିତ ବରୀ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କ ଲିଙ୍କ ରହିଥିବା ପ୍ରଶାସନ ଜାଣିଲା ପରେ ମଙ୍ଗଳବାର ସାରେ ବରୀ ପ୍ରଶାସନ ପକ୍ଷରୁ ଗୋଳକୁଣ୍ଡ ଗ୍ରାମରେ ତନାଘନା କରାଯାଇଥିଲା। ଉକ୍ତ ୪ଜଣଙ୍କୁ ଠାବ କରାଯାଇ ସ୍ଥାନୀୟ ହରିପୁର ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ଡାକ୍ତରୀ ଟିମ ପକ୍ଷରୁ ସେମାନଙ୍କ ସ୍ବାବ ନମୁନା ସଂଗ୍ରହ କରାଯାଇଛି। ସେମାନେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪ଦିନ ରହିବେ ବୋଲି ପ୍ରଶାସନ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

ବଢୁଛି ଗ୍ରାମବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ଖଡ଼ିଆଳ,୨ା୫(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ତିଖାଲି ଡ୍ୟାମଠାରୁ ପ୍ରାୟ ୩ କି.ମି. ଦୂରରେ ଥିବା ଚାଷଜମିକୁ ପାଣି ଦିଆଯାଉ ନ ଥିବାରୁ ସାନମହେଶ୍ୱର ଗ୍ରାମବାସୀ...

ଷ୍ଟିଲ ପ୍ଲାଣ୍ଟରେ ବିସ୍ଫୋରଣ: ୯ ଜଣ ଶ୍ରମିକ ଆହତ

ଭୁବନେଶ୍ୱର,୨।୫: କେନ୍ଦୁଝର ସ୍ଥିତ ଏକ ଷ୍ଟିଲ ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ ୯ ଜଣ ଶ୍ରମିକ ଆହତ ହୋଇଛନ୍ତି। ରୁଗୁଡ଼ି ସ୍ଥିତ KJS ଆଲୁୱାଲିଆ...

ଏମ୍‌ପି, ବିଧାୟକ ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କଲେ ପାଣ୍ଡିଆନ

ଜି.ଉଦୟଗିରି,୨।୫(ଶିଶିର ପଟ୍ଟନାୟକ): ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ଜି.ଉଦୟଗିରି ଷ୍ଟାଡିୟମ ପଡ଼ିିଆରେ ଅବତରଣ କରି ସେଠାରେ ଅନୁଷ୍ଠିତ ନିର୍ବାଚନୀ ସଭାରେ...

ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀର ଆକାଉଣ୍ଟ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ: ମୂଲ୍ୟବାନ ସାମଗ୍ରୀ, ଗୁରତ୍ୱପୂର୍ଣ୍ଣ କାଗଜପତ୍ର ପୋଡ଼ି ଛାରଖାର

ବଡବିଲ,୨।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଉପକଣ୍ଠରେ ଥିବା ଆରିୟା ଆଇରନ୍‌ ଆଣ୍ଡ ଷ୍ଟିଲ କମ୍ପାନୀ ପ୍ରାଇଭେଟ ଲିମିଟେଡ କମ୍ପାନୀର ପ୍ଲାଣ୍ଟ ସ୍ଥିତ ଆକାଉଣ୍ଟ...

କାହିଁକି ଶଗଡ ଚଢି ନାମାଙ୍କନ ଦାଖଲ କରିବାକୁ ଆସିଲେ ମନ୍ମଥ, କହିଲେ କାରଣ…

ଭୁବନେଶ୍ୱର,୨।୫: ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲ କରିଛନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ଓ ବିଜେଡିର ମନ୍ମଥ ରାଉତରାୟ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri