କଟକଣା ଉଲ୍ଲଂଘନ, ୨୦ ଗିରଫ

ଅନୁଗୋଳ ଅଫିସ, ୧୬।୪- ଅନୁଗୋଳ ଜିଲାରେ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ମୋଟ୍‌ ୨୦ ଜଣ ଗିରଫ ହୋଇଛନ୍ତି। ନିୟମ ଉଲ୍ଲଂଘନକାରୀଙ୍କ ପାଖରୁ ୫ଟି ମୋଟର ସାଇକେଲ, ଗୋଟିଏ ଅଟୋ ରିକ୍ସା ଓ ମଦ ଜବତ କରାଯାଇଥିବା ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି। ହଣ୍ଡପା ଥାନା ଅଞ୍ଚଳରେ ୨ଟି ମାମଲାରେ ୨ ଜଣ, କଣିହଁା ଥାନା ଅଞ୍ଚଳରେ ଜଣେ, ସମଲ ଥାନା ଅଞ୍ଚଳରେ ୨ଜଣ, କିଆକଟା ଥାନା ଅଞ୍ଚଳରେ ଜଣେ, ବଅଁରପାଳ ଥାନା ଅଞ୍ଚଳରେ ୩ ଜଣ, ଛେଣ୍ଡିପଦା ଥାନା ଅଞ୍ଚଳରେ ୭ ଜଣ, ଅନୁଗୋଳ ଥାନା ଅଞ୍ଚଳରେ ଜଣେ, କ୍ବାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ପାଲଲହଡ଼ା ଥାନା ଅଞ୍ଚଳରେ ଜଣେ ଗିରଫ ହୋଇଛନ୍ତି। ଏଥିସହ ରେଙ୍ଗାଳି ଥାନା ଅଞ୍ଚଳରେ କରେନା ସମ୍ପର୍କରେ ଗୁଜବ ପ୍ରଚାର ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେହିପରି ବଅଁରପାଳ ପୋଲିସ ଲକ୍‌ଡାଉନ୍‌ କଟକଣା ଉଲ୍ଲଂଘନ ଅଭିଯୋଗରେ ଉମାଶଙ୍କର ଢାବା ସିଲ୍‌ କରିବା ସହ ମାଲିକଙ୍କ ନାମରେ ମାମଲା ରୁଜୁ କରି ଗିରଫ କରିଥିବା ଏସ୍‌ପି ଜଗମୋହନ ମୀନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

୩ ଦିନ ହେଲା ଅଟକି ରହିଛି ଟ୍ରକ୍‌, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...

ସରପଞ୍ଚଙ୍କ ଘରୁ ଲୁଟ୍‌

ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର

ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...

ବାଇକରେ ଫେରୁଥିବାବେଳେ ପୋଲ ତଳକୁ ଖସିପଡ଼ିଲେ ୨ ଜଣ: ଆଉ ତା’ପରେ…

ଓଡଗାଁ, ୯।୧୨(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓ ଆଦର୍ଶ ଥାନା ଗିରିଡିପଲ୍ଲୀରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ପଞ୍ଚାୟତ ଧଝୋଲା ଗ୍ରାମର ଫକୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri