ଡାକ୍ତରଙ୍କ ଭଳି ଏବେ ହୋଟେଲରେ ରହିବେ ପୋଲିସ

ନୂଆଦିଲ୍ଲୀ,୧୬।୪: କରୋନା ବିରୋଧରେ ଲଢ଼େଇ ଜାରି ରଖିଥିବା ଯୋଦ୍ଧାଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ପୂର୍ବରୁ କରୋନା ରୋଗୀଙ୍କ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ହୋଟେଲରେ ରହିବା ପାଇଁ ସରକାର ସୁବିଧା ପ୍ରଦାନ କରାଇଥିବା ବେଳେ ଏବେ ପୋଲିସକର୍ମୀ ମଧ୍ୟ ହୋଟେଲରେ ରହିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଲକ୍‌ଡାଉନ୍‌କୁ ଆହୁରି କଡ଼ାକଡ଼ି କରିବା ପାଇଁ ମୁତୟନ ହୋଇଥିବା ପୋଲିସକର୍ମୀ ମଧ୍ୟ ହୋଟେଲରେ ରହିବେ ବୋଲି ସୂଚନା ମିଳିଛି। ଆଉ ଏହି ହୋଟେଲ ବାବଦକୁ ଖର୍ଚ୍ଚ ହେଉଥିବା ସମସ୍ତ ଟଙ୍କା ସରକାର ନିଜେ ବହନ କରିବେ ବୋଲି ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଏଲ୍‌ଏନ୍‌ଜିପି ଓ ଜିବିପି ହସ୍ପଟାଲରେ କରୋନା ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନେ ଦିଲ୍ଲୀ ସରକାରଙ୍କ ଖର୍ଚ୍ଚରେ ଲଲିତ ହୋଟେଲରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଗଠନ ହେଲା ଟିମ୍‌

ନୂଆଦିଲ୍ଲୀ,୧୦ା୧୨: ଇଣ୍ଡିଗୋ ଉଡ଼ାଣ ତଦାରଖ ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବିମାନ ଚଳାଚଳ ନିୟାମକ ଡିରେକ୍ଟୋରେଟ ଜେନେରାଲ ଅଫ୍‌ ସିଭିଲ ଏଭିଏସନ (DGCA) ବୁଧବାର...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ଗାଈକୁ ମାରି ଖାଇଲା ବାଘ, ପାଦଚିହ୍ନ ଦେଖି ଲୋକେ ଭୟଭୀତ

କଣ୍ଟାମାଳ,୧୦ା୧୨(ଆଦିତ୍ୟେଶ୍ୱର ମିଶ୍ର): ସମାକୁପା ଅଞ୍ଚଳରେ ବାଘ ଆତଙ୍କ ଦେଖିବାକୁ ମିଳିଛି। ଏକ ଗାଈକୁ ମାରି ଖାଇଦେଇଛି ବାଘ। ଜଙ୍ଗଲରେ ବାଘର ପାଦଚିହ୍ନ ଏବଂ ମଳ ଦେଖି...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri