କୋଇଲା କ୍ଷେତ୍ରରେ ଏମସିଏଲ୍‌ର ସାନିଟାଇଜେସନ୍‌ କାର୍ଯ୍ୟ

ସମ୍ବଲପୁର, ୧୬।୪ (ବ୍ୟୁରୋ): କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ମହାନଦୀ କୋଇଲା କମ୍ପାନୀ (ଏମସିଏଲ) ବିବିଧ କାର୍ଯ୍ୟକ୍ରମ ହାତକୁ ନେଇଛି। ଏହି କ୍ରମରେ କୋଭିଡ- ୧୯କୁ ପ୍ରତିରୋଧ କରିବା ଲକ୍ଷ୍ୟରେ ଓଡିଶାର ବିଭିନ୍ନ କୋଇଲା କ୍ଷେତ୍ରର ଆବାସିକ କଲୋନୀ ଓ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡିକରେ ସାନିଟାଇଜେସନ୍‌ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି । ଅନୁଗୋଳ, ଝାରସୁଗୁଡା, ସୁନ୍ଦରଗଡ ଜିଲାରେ କମ୍ପାନୀର ସମସ୍ତ କୋଇଲା କ୍ଷେତ୍ର, କାର୍ଯ୍ୟାଳୟ ପରିସର ଓ ଗାଁ ଗୁଡିକରେ ସାନିଟାଇଜେସନ୍‌ କରାଯାଇଛି । ମହାପ୍ରବନ୍ଧକ ସ୍ତରୀୟ ଅଧିକାରୀଙ୍କ ନେତୃତ୍ୱରେ ଇଣ୍ଟରନାଲ ଟାକ୍ସ ଫୋର୍ସ ସହିତ କପୋରେର୍ଟ ଅଫିସ, ତାଳଚେର ଏବଂ ଇବ୍‌ କୋଇଲା ଖଟିରେ ୨୪ ଘଣ୍ଟିଆ ହେଲପ୍‌ ଲାଇନ ବ୍ୟବସ୍ଥା କରାଯାଇଛି। ସୂଚନାଯୋଗ୍ୟ ଯେ, କମ୍ପାନୀର ହାରାହାରି ୭୮୦ଜଣ ଅଧିକାରୀଙ୍କ ନେତୃତ୍ୱରେ ୧୬ ହଜାର କର୍ମଚାରୀ, ୧୧ ହଜାରରୁ ଉର୍ଦ୍ଧ୍ୱ ଠିକା କର୍ମଚାରୀ ରାଜ୍ୟରେ ଥିବା ୧୫ଟି କୋଇଲା ଖଣିରେ କାର୍ଯ୍ୟ କରୁଛନ୍ତି । ତେଣୁ କମ୍ପାନୀ ପକ୍ଷରୁ ପ୍ରତିଷେଧକ ବ୍ୟବସ୍ଥା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି...

ଓଡ଼ିଶା ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମଏମ, ବଢ଼ିଲା ବିଜେଡି-ଭାଜପା ଚିନ୍ତା

ଭୁବନେଶ୍ୱର,୩।୫: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ଓଡ଼ିଶା ବିଧାନସଭା ନିର୍ବାଚନ ପାଇଁ ଏହାର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ଶକ୍ତି ପ୍ରଦର୍ଶନ କଲା ଭାଜପା, ଅନନ୍ତ-ମୋହନ-ଅଖିଳ କଲେ ନାମାଙ୍କନ

କେନ୍ଦୁଝର,୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭାଜପାର ଏମପି ପ୍ରାର୍ଥୀ ଅନନ୍ତ ନାଏକଙ୍କ ସହ କେନ୍ଦୁଝର ସଦର ଏବଂ ପାଟଣା ବିଧାନସଭା ଆସନର ବିଧାୟକ ପ୍ରାର୍ଥୀ ମୋହନ...

ମ୍ୟାଜିକ ଶୋ’ରେ ବିଜେଡିର ନିର୍ବାଚନ ପ୍ରଚାର

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି, ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ନିଆରା...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri