ଚୌଦ୍ୱାରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ବିଜୁ ବାବୁଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ନିରାଡମ୍ବର ଭାବେ ଚୌଦ୍ୱାର ବିରୁପା ବ୍ୟାରେଜ ନିକଟରେ ପାଳିତ ହୋଇଯାଇଛି। ଏହି ଅବସରରେ ସାମାଜିକ ଦୁରତା ରକ୍ଷାକରି ଚୌଦ୍ୱାର ନଗର ବିଜେଡି ସଭାପତି ତଥା ପୁର୍ବତନ ପୌରାଧ୍ୟକ୍ଷ ପ୍ରେମଚାନ୍ଦ ନାୟକ,ପୂର୍ବତନ କାଉନସିଲର ବିଷ୍ଣୁୁଚରଣ ପରିଡା ଓ ପୌରପାଳିକାର ପୂର୍ବତନ କାଉନସିଲର୍‌ ଏବଂ ଅନ୍ୟ କର୍ମୀମାନେ ବିରୁପା ବ୍ୟାରେଜସ୍ଥିତ ବିଜୁ ବାବୁଙ୍କ ପ୍ରତିମୁର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ଏଥି ସହିତ ହିନ୍ଦୁ ସେବକ ସଂଘର ରାଷ୍ଟ୍ରୀୟ ଅଧ୍ୟକ୍ଷ ଦାମୋଦର ସାହୁଙ୍କ ସମେତ ବହୁ ମାନ୍ୟଗଣ ବ୍ୟକ୍ତି, ବିଜୁ ପ୍ରେମୀ ମାନେ ବିଭିନ୍ନ ସମୟରେ ସାମାଜିକ ଦୂରତା ଅବଲମ୍ବନ କରି ମାଲ୍ୟାର୍ପଣ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଆକ୍ରମଣ କଲା ହାତୀ: ଆଉ ତା’ପରେ…

ଅନୁଗୋଳ,୧/୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବଡ଼କେରା ପଞ୍ଚାୟତ ଗୁରୁଙ୍ଗ ଖଇରା ସାହି ନିକଟ ଆଡଗଣ୍ଡି ନାଳ ପୋଲ ପାଖରେ ଜଣେ ମାନସିକ ବିକାରଗସ୍ତ ବ୍ୟକ୍ତିଙ୍କ...

ମା’ ତାରାତାରିଣୀ ପୀଠ ଚଳଚଞ୍ଚଳ: ପୂଜାର୍ଚ୍ଚନା କଲେ ଗଞ୍ଜାମ ଜିଲାପାଳ, ସମସ୍ତଙ୍କ ଶୁଭ ମନାସି ଜିଲାର…

ପୁରୁଷୋତ୍ତମପୁର,୧ା୧(ସବିତା ମିଶ୍ର): ନବବର୍ଷ ଅବସରରେ ଗୁରୁବାର ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠ ଚଳଚଞ୍ଚଳ ହେଇଉଠିଥିବା ବେଳେ ପ୍ରବଳ ଜନସମାଗମ ହୋଇଛି। ଭୋର୍‌...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri